Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
କୋଭିଡ୍‍ 19 ଟିକାର ନିୟନ୍ତ୍ରିତ ଜରୁରୀ ଅନୁମୋଦନ ସଂପର୍କରେ ଭାରତର ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ (ଡିସିଜିଆଇ)ଙ୍କ ପ୍ରେସ ବିବୃତି - Jagrat Bharat News

କୋଭିଡ୍‍ 19 ଟିକାର ନିୟନ୍ତ୍ରିତ ଜରୁରୀ ଅନୁମୋଦନ ସଂପର୍କରେ ଭାରତର ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ (ଡିସିଜିଆଇ)ଙ୍କ ପ୍ରେସ ବିବୃତି

କୋଭିଡ୍‍ 19 ଟିକାର ନିୟନ୍ତ୍ରିତ ଜରୁରୀ ଅନୁମୋଦନ ସଂପର୍କରେ ଭାରତର ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ (ଡିସିଜିଆଇ)ଙ୍କ ପ୍ରେସ ବିବୃତି

 

ଜେ ବି ଏନ, ୦୩/୦୧/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ପ୍ରତିଷ୍ଠାନ (ସିଡିଏସ୍‍ସିଓ)ର ବିଷୟ ବିଶେଷଜ୍ଞ କମିଟିର ବୈଠକ 2021 ଜାନୁୟାରୀ 1 ଓ 2 ତାରିଖରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସେରମ ଇନ୍‍ଷ୍ଟିଚ୍ୟୁଟ ଅଫ୍‍ ଇଣ୍ଡିଆ ଏବଂ ଭାରତ ବାୟୋଟେକ୍‍ ପ୍ରତିଷ୍ଠାନ ଦ୍ୱାରା ପ୍ରସ୍ତୁତ କରୋନା 19 ଭୂତାଣୁ ନିରୋଧୀ ଟିକାର ନିୟନ୍ତ୍ରିତ ଜରୁରୀ ବ୍ୟବହାର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହାଛଡା ଏହି ବୈଠକରେ କାଡିଲା ହେଲ୍‍ଥ କେୟାର ସଂସ୍ଥା ଦ୍ୱାରା ନିର୍ମିତ ଟିକାର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାକୁ ମଧ୍ୟ ଅନୁମତି ମିଳିଛି ।

 

ବିଷୟ ବିଶେଷଜ୍ଞ କମିଟିରେ ଛାତିରୋଗ, ରୋଗ ପ୍ରତିରୋଧ ବିଜ୍ଞାନ, ଅଣୁଜୀବ ବିଜ୍ଞାନ, ଔଷଧ ବିଜ୍ଞାନ, ଶିଶୁରୋଗ ବିଜ୍ଞାନ ଏବଂ ଆନ୍ତରିକ ଭେଷଜ ଚିକିତ୍ସା ବିଜ୍ଞାନ ବିଭାଗ (ପୁଲ୍‍ମୋନୋଲଜି, ଇମ୍ୟୁନୋଲଜି, ମାଇକ୍ରୋବାୟୋଲଜି, ଫାର୍ମାକୋଲଜି, ପେଡିଆଟ୍ରିକ୍ସ ଏବଂ ଇଣ୍ଟରନାଲ ମେଡିସିନ)ର ବିଶେଷଜ୍ଞମାନେ ସଦସ୍ୟ ଅଛନ୍ତି ।

 

ପୁଣେଠାରେ ଥିବା ସେରମ ପ୍ରତିଷ୍ଠାନ ପକ୍ଷରୁ ରିକମ୍ବିନାଣ୍ଟ ସିମ୍ପାଞ୍ଜି ଆଡେନୋଭାଇରସ୍‍ ଭେକ୍ଟର ଭେକ୍ସିନ ବା କୋଭିସିଲ୍ଡ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ସାର୍ସ-କୋଭ-ଟୁ ସ୍ପାଇକ୍‍ର ଏନ୍‍କୋଡିଂ ଓ ଗ୍ଲାଇକୋ ପ୍ରୋଟିନ ଠାବ କରାଯାଇଛି । ଅଷ୍ଟ୍ରାଜେନେକା/ଅକ୍ସଫୋର୍ଡ ୟୁନିଭର୍ସିଟିରୁ ବୈଷୟିକ ଜ୍ଞାନକୌଶଳ ଆଣି ଏହି ଟିକା ତିଆରି ହୋଇଛି । ଏହି ଫାର୍ମ ପକ୍ଷରୁ ଟିକାର ନିରାପଦ ଦିଗ, ରୋଗ ପ୍ରତିରୋଧକ କ୍ଷମତା ଏବଂ ଦକ୍ଷତାର ତଥ୍ୟାବଳୀ ମଧ୍ୟ ପ୍ରଦାନ କରାଯାଇଛି । 18 ବର୍ଷରୁ ଊର୍ଦ୍ଧ୍ୱ 43745 ଲୋକଙ୍କ ଉପରେ ଟିକାର ପରୀକ୍ଷାମୂଳକ ପ୍ରୟୋଗ ପରେ ସେସବୁ ତଥ୍ୟାବଳୀର ଅନୁଶୀଳନ ଓ ଅନୁଧ୍ୟାନ ଦରିଆପାରି ଦେଶଗୁଡିକରେ କରାଯାଇଛି । ଏହି ଟିକାର ସାମଗ୍ରିକ ଦକ୍ଷତା ଓ ପ୍ରଭାବ ପ୍ରାୟ 70.42 ଶତାଂଶ ଥିବା ପରୀକ୍ଷାରୁ ପ୍ରମାଣିତ ହୋଇଛି । ଆହୁରି ମଧ୍ୟ ସେରମ୍‍ ସଂସ୍ଥାକୁ ଭାରତରେ ଏହି ଟିକାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟର ପରୀକ୍ଷା ପାଇଁ ଅନୁମତି ପ୍ରଦାନ କରାଯାଇଥିଲା ଏବଂ ସେଥିରେ 1600 ଲୋକଙ୍କ ଉପରେ ଏହାର ପରୀକ୍ଷାମୂଳକ ପ୍ରୟୋଗ କରାଯାଇ ସେ ସବୁର ତଥ୍ୟାବଳୀ ଅନୁଧ୍ୟାନ କରାଯାଇଛି । ଫାର୍ମ ପକ୍ଷରୁ ମଧ୍ୟ ଟିକାର ଅନ୍ତରୀଣ ନିରାପଦ ଦିଗ ଏବଂ ରୋଗ ପ୍ରତିଷେଧକ ତଥ୍ୟାବଳୀ ଉପସ୍ଥାପିତ କରାଯାଇଛି । ବିଭିନ୍ନ ପରୀକ୍ଷା ନିରୀକ୍ଷାରୁ ସଂଗୃହୀତ ଏହି ତଥ୍ୟାବଳୀ ବିଦେଶରେ ହେଉଥିବା ତଥ୍ୟାବଳୀ ସହ ପ୍ରାୟ ସମାନ ରହିଛି । ଏହିସବୁ ତଥ୍ୟ ଉପରେ ବିଷୟ ବିଶେଷଜ୍ଞ କମିଟି ସବିଶେଷ ଆଲୋଚନା ଓ ପର୍ଯ୍ୟାଲୋଚନା କରିବା ପରେ ଜରୁରୀକାଳୀନ ଆବଶ୍ୟକତା ପାଇଁ ଏହି ଟିକାର ସୀମିତ ବ୍ୟବହାର ନିମନ୍ତେ ଅନୁମତି ଦେବାକୁ ସୁପାରିସ କରିଛି । ଏଥିରେ ସ୍ପଷ୍ଟ କରିଦିଆଯାଇଛି ଯେ ଏହି ଟିକା ପ୍ରଦାନ ନିର୍ଦ୍ଦିଷ୍ଟ ନିୟନ୍ତ୍ରଣ ବ୍ୟବସ୍ଥା ମଧ୍ୟରେ କରାଯିବ । ଆହୁରି ମଧ୍ୟ ଦେଶରେ ଏହି କଂପାନୀ ଦ୍ୱାରା ଯେଉଁ କ୍ଲିନିକାଲ ଟ୍ରାଏଲ ଚାଲିଛି ତାହା ମଧ୍ୟ ଜାରି ରହିବ ।

 

ସେହିଭଳି ଭାରତ ବାୟୋଟେକ୍‍ ସଂସ୍ଥା ଏକ ପୂର୍ଣ୍ଣାଙ୍ଗ ଭାଇରିୟନ ଇନ୍‍ଆକ୍ଟିଭେଟେଡ କରୋନା ଭାଇରସ୍‍ ଭେକ୍ସିନ ବା କୋଭାକ୍ସିନ ପ୍ରସ୍ତୁତ କରିଛି । ଆଇସିଏମ୍‍ଆର ଓ ଏନ୍‍ଆଇଭି (ପୁଣେ)ର ସହଯୋଗରେ ଏହି ଟିକା ପ୍ରସ୍ତୁତ ହୋଇଛି । ଏନ୍‍ଆଇଭି ପୁଣେରୁ ଏହି ଟିକା ପାଇଁ ଭୂତାଣୁର ମଞ୍ଜି (ସିଡ୍‍ସ ଷ୍ଟ୍ରେନ) ସଂଗୃହୀତ ହୋଇଛି । ଭେରୋସେଲ୍‍ ପ୍ଲାଟଫର୍ମରେ ଏହି ଟିକା ତିଆରି କରାଯାଇଛି ; ଯାହାର ନିରାପଦ ଦିଗ, ଦକ୍ଷତା ଓ ସଫଳତା ରେକର୍ଡ ବେଶ୍‍ ଭଲ । ଉଭୟ ଦେଶ ଓ ବିଦେଶରେ ଏହାର ସୁନାମ ରହିଛି ।

 

ଭାରତ ବାୟୋଟେକ୍‍ ଏହି ଟିକାକୁ ମୂଷା, ବିଭିନ୍ନ ପ୍ରକାର ମୂଷିକଜାତୀୟ ଜୀବ, ଠେକୁଆ, କେତେକ ବାନର ଜୀତୀୟ ପ୍ରାଣୀଙ୍କ ଉପରେ ପରୀକ୍ଷା କରିଛି । ସେହି ପରୀକ୍ଷାର ଫଳାଫଳ ଓ ତଥ୍ୟକୁ ସଂସ୍ଥା ଦ୍ୱାରା ଉପସ୍ଥାପନ କରାଯାଇଥିଲା । କଂପାନୀ ପକ୍ଷରୁ ଏହିସବୁ ତଥ୍ୟାବଳୀକୁ ସିଡିଏସ୍‍ସିଓକୁ ଅବଗତ କରାଯାଇଛି । ଏହି ଟିକାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷାମୂଳକ ବା କ୍ଲିନିକାଲ ଟ୍ରାଏଲ କରାଯାଇଥିଲା । ଏଥିରୁ ପ୍ରାୟ 800 ପ୍ରକାର ତଥ୍ୟାବଳୀ ଓ ଫଳାଫଳରୁ ଜଣାପଡିଛି ଯେ ଏହି ଟିକା ଅତ୍ୟନ୍ତ ନିରାପଦ ଏବଂ ମଣିଷର ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ଏହା ବେଶ୍‍ ସମର୍ଥ । ସେହିଭଳି ଏହାର ତୃତୀୟ ପର୍ଯ୍ୟାୟ ସଫଳତା ଓ ଦକ୍ଷତା ପରୀକ୍ଷା ଭାରତରେ କରାଯାଇଥିଲା । 25800 ସ୍ୱେଚ୍ଛାସେବୀଙ୍କ ଉପରେ ଏହି ପରୀକ୍ଷା କରାଯିବାର ଲକ୍ଷ୍ୟଧାର୍ଯ୍ୟ ହୋଇଥିବାବେଳେ ଏ ପର୍ଯ୍ୟନ୍ତ ପ୍ରାୟ 22500ଙ୍କୁ ଟିକା ପ୍ରଦାନ କରାଯାଇଛି । ସେମାନଙ୍କଠାରୁ ମିଳିଥିବା ତଥ୍ୟାବଳୀ ଅନୁସାରେ ଏହି ଟିକା ନିରାପଦ ବୋଲି ଜଣାପଡିଛି । ବିଷୟ ବିଶେଷଜ୍ଞ କମିଟି (ଏସ୍‍ଇସି) ଏହି ଟିକାର ପରୀକ୍ଷାମୂଳକ ବ୍ୟବହାରରୁ ମିଳିଥିବା ତଥ୍ୟରୁ ନିରାପଦ ଦିଗ ଏବଂ ଏହାର ରୋଗ ପ୍ରତିଷେଧକ ଦକ୍ଷତାକୁ ସମୀକ୍ଷା କରିବା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ସୀମିତ ବ୍ୟବହାର ପାଇଁ ଅନୁମତି ଦେବାକୁ ସୁପାରିସ କରିଛି । ଜନସ୍ୱାର୍ଥ ଦୃଷ୍ଟିରୁ ଯଥେଷ୍ଟ ସାବଧାନତାର ସହ ପ୍ରତିକାର ବ୍ୟବସ୍ଥା ଗ୍ରହଣ ପୂର୍ବକ ଏହି ଟିକା ପ୍ରଦାନ କରିବାକୁ କୁହାଯାଇଛି । ଟିକାର ପରୀକ୍ଷାମୂଳକ ବ୍ୟବହାର ସମୟରେ ଯେପରି ସାବଧାନତା ଅବଲମ୍ବନ କରାଯାଉଥିଲା ସେହିଭଳି ସତର୍କତା ଅବଲମ୍ବନ କରିବାକୁ କମିଟି କହିଛି । ମ୍ୟୁଟାଣ୍ଟ ଷ୍ଟ୍ରେନ ଦ୍ୱାରା ସଂକ୍ରମଣ ସ୍ଥିତିରେ ସଂପୃକ୍ତ ବ୍ୟକ୍ତିବିଶେଷଙ୍କୁ ଟିକା ନେବାର ଅଧିକ ବିକଳ୍ପ ପାଇଁ ମଧ୍ୟ ସୁପାରିସ କରାଯାଇଛି । ଏହି ଟିକାର ଯେଉଁ ଅଧିକ ପରୀକ୍ଷା ନିରୀକ୍ଷା ଦେଶରେ ଚାଲିଛି ତାହା ଅବ୍ୟାହତ ରହିବ ବୋଲି କମିଟି ପକ୍ଷରୁ କୁହାଯାଇଛି ।

 

କାଡିଲା ହେଲ୍‍ଥ କେୟାର ସଂସ୍ଥା କୋଭିଡ୍‍ 19ର ମୁକାବିଲା ପାଇଁ ଯେଉଁ ଟିକା ପ୍ରସ୍ତୁତ କରିଛି ତାହାର ନାମ ରଖାଯାଇଛି ଏନ୍‍-କଭ୍‍ ଭ୍ୟାକ୍ସିନ । ଡିଏନ୍‍ଏ ପ୍ଲାଟଫର୍ମ ଟେକ୍‍ନୋଲଜି ବ୍ୟବହାର କରି କାଡିଲା ଏହି ନଭେଲ କରୋନା ଟିକା ବିକଶିତ କରିଛି । ଫାର୍ମ ପକ୍ଷରୁ ଦେଶରେ ଟିକାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷାମୂଳକ ପ୍ରୟୋଗ 1 ହଜାରରୁ ଅଧିକ ଲୋକଙ୍କ ଉପରେ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ଏବଂ ସେହି ପରୀକ୍ଷା କାର୍ଯ୍ୟ ଚାଲିଛି । ଏହି କ୍ଲିନିକାଲ ଟ୍ରାଏଲରୁ ମିଳିଥିବା ଅନ୍ତରୀଣ ଡାଟାରୁ ଜଣାପଡିଛି ଯେ ଏହି ଟିକା ନିରାପଦ ଏବଂ ଏହାର ରୋଗ ନିରୋଧକ ଶକ୍ତି ଭଲ । ଏହି ଟିକାକୁ ଇଂଜେକ୍ସନ ଆକାରରେ ନିୟମିତ ବ୍ୟବଧାନରେ 3 ଥର ନେବାକୁ ପଡିବ । ଏହି ସଂସ୍ଥା ପକ୍ଷରୁ ଏହାର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ପାଇଁ ଆବେଦନ କରାଯାଇଛି । ଏଥିରେ 26000 ଭାରତୀୟଙ୍କୁ ପରୀକ୍ଷାମୂଳକଭାବେ ଏହି ଟିକା ଦେବାକୁ ନିଷ୍ପତ୍ତି ହୋଇଛି । ସେହି ପରୀକ୍ଷାକୁ ଅବ୍ୟାହତ ରଖିବାକୁ ବିଷୟ ବିଶେଷଜ୍ଞ କମିଟି ମଧ୍ୟ ସୁପାରିସ କରିଛି ।

 

ସେରମ୍‍ ଓ ଭାରତ ବାୟୋଟେକ୍‍ ଟିକାକୁ ଦୁଇ ଡୋଜରେ ନେବାକୁ ପଡିବ । ଏ ସମସ୍ତ ଟିକାକୁ 2ରୁ 8 ଡିଗ୍ରୀ ସେଲସିୟସ ତାପମାତ୍ରାରେ ସଂରକ୍ଷିତ କରିବାକୁ ହେବ ।

 

ଆବଶ୍ୟକ ସମସ୍ତ ପରୀକ୍ଷା ନିରୀକ୍ଷା ପରେ ସିଡିଏସ୍‍ସିଓ ବିଷୟ ବିଶେଷଜ୍ଞ କମିଟିର ସୁପାରିସକୁ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛି । ତଦନୁସାରେ ସେରମ୍‍ ଏବଂ ଭାରତ ବାୟୋଟେକ୍‍ ଟିକାକୁ ଜରୁରୀକାଳୀନ ସ୍ଥିତିରେ ସୀମିତ ବ୍ୟବହାର ପାଇଁ ଅନୁମୋଦନ କରିବା ସହ କାଡିଲା ହେଲ୍‍ଥ କେୟାର ସଂସ୍ଥାକୁ ତାହାର ଟିକା ପାଇଁ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ପରିଚାଳନା ନିମନ୍ତେ ଅନୁମତି ପ୍ରଦାନ କରିଛି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech