ମାଙ୍ଗାଲୁରୁ ପ୍ରାକୃତିକ ବାଷ୍ପ ପାଇପଲାଇନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପି ଏମ୍ ମୋଦୀ

ଜେ ବି ଏନ, ୦୫/୦୧/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଆଜି ମାଙ୍ଗାଲୁରୁ ପ୍ରାକୃତିକ ବାଷ୍ପ ପାଇପଲାଇନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପି ଏମ୍ ମୋଦୀ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ 11 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଚି – ମାଙ୍ଗାଲୁରୁ ପ୍ରାକୃତିକ ବାଷ୍ପ ପାଇପଲାଇନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ।



