Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ସମ୍ପ୍ରସାରଣ କ୍ଷେତ୍ରରେ 30 ହଜାର କୋଟି ଟଙ୍କା ନିବେଶ କରିବ ନାଲକୋ : ଶ୍ରୀ ପ୍ରହ୍ଲାଦ ଜୋଶୀ - Jagrat Bharat News

ସମ୍ପ୍ରସାରଣ କ୍ଷେତ୍ରରେ 30 ହଜାର କୋଟି ଟଙ୍କା ନିବେଶ କରିବ ନାଲକୋ : ଶ୍ରୀ ପ୍ରହ୍ଲାଦ ଜୋଶୀ

ସମ୍ପ୍ରସାରଣ କ୍ଷେତ୍ରରେ 30 ହଜାର କୋଟି ଟଙ୍କା ନିବେଶ କରିବ ନାଲକୋ : ଶ୍ରୀ ପ୍ରହ୍ଲାଦ ଜୋଶୀ

2027-28 ଆର୍ଥିକ ବର୍ଷ ସୁଦ୍ଧା ସମ୍ପ୍ରସାରଣ ଓ ବିବିଧାୟନ ଯୋଜନା ହେବ କାର୍ଯ୍ୟକାରୀ

 

 

ଜେ ବି ଏନ, ୦୭/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ/ଭୁବନେଶ୍ବର/ଅନୁଗୋଳ/ନାଲକୋ : କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଜୋଶୀ କହିଛନ୍ତି ଯେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ଆଗାମୀ 2027-28 ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାର ସମ୍ପ୍ରସାରଣ ଓ ବିବିଧାୟନ ଯୋଜନାରେ ପ୍ରାୟ 30 ହଜାର କୋଟି ଟଙ୍କା ନିବେଶ କରିବ । ଗୁରୁବାର ଭୁବନେଶ୍ୱରଠାରେ ନାଲ୍‌କୋର 41ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବା ଅବସରରେ ମନ୍ତ୍ରୀ ଶ୍ରୀ ଜୋଶୀ ଏହା କହିଛନ୍ତି ।

ପ୍ରସ୍ତାବିତ ପୁଞ୍ଜି ନିବେଶ ସଂକ୍ରାନ୍ତରେ ସେ କହିଛନ୍ତି ଯେ ଏହି 30 ହଜାର କୋଟି ଟଙ୍କା ମଧ୍ୟରୁ 7 ହଜାର କୋଟିରୁ ଅଧିକ ଟଙ୍କା ପଞ୍ଚମ ଷ୍ଟ୍ରିମ ରିଫାଇନାରୀ, ପଟ୍ଟାଙ୍ଗୀ ବକ୍ସାଇଟ ଖଣିର ବିକାଶ, ସାଉଥ ବ୍ଲକ ଓ ଉତ୍କଳ ଡି ଏବଂ ଇ କୋଇଲା ଖଣିରୁ କୋଇଲା ଉତ୍ତୋଳନ ତଥା ପରିବହନ କାର୍ଯ୍ୟ ଆଦି ପାଇଁ ଖର୍ଚ୍ଚ ହେବ। ଅବଶିଷ୍ଟ 22 ହଜାର କୋଟି ଟଙ୍କା ସ୍ମେଲଟର ପ୍ଲାଣ୍ଟ, କ୍ୟାପଟିଭ ପାୱାର ପ୍ଲାଣ୍ଟର ସମ୍ପ୍ରସାରଣ କ୍ଷେତ୍ରରେ ଖର୍ଚ୍ଚ କରାଯିବ । ଏହି ସମ୍ପ୍ରସାରଣ କାର୍ଯ୍ୟରେ ଅନୁଗୁଳ ସ୍ମେଲଟର ପ୍ଲାଣ୍ଟ ଅନ୍ତର୍ଭୁକ୍ତ । ଏଥିରେ 1400 ମେଗାୱାଟ ଶକ୍ତି ସଂପନ୍ନ କ୍ୟାପ୍‌ଟିଭ ପାୱାର ପ୍ଲାଣ୍ଟ ନିର୍ମାଣ ସହିତ ଏହାର ଫିଡର ବ୍ୟବସ୍ଥା କରାଯିବ ।

ମନ୍ତ୍ରୀ ଶ୍ରୀ ଜୋଶୀ କହିଛନ୍ତି ଯେ ନାଲ୍‌କୋ ଭବିଷ୍ୟତ ପାଇଁ ଏକ ଉଚ୍ଚାଭିଳାଷୀ ଅଭିବୃଦ୍ଧି ଯୋଜନା ପ୍ରସ୍ତୁତ କରିଛି । ଉତ୍ପାଦନ ବୃଦ୍ଧି କରିବା ସହ ଉଚ୍ଚମାନର ଆଲୁମିନା ଓ ଆଲୁମିନିୟମ ଯୋଗାଇ ନାଲ୍‌କୋ ଏ କ୍ଷେତ୍ରରେ ନୂଆ ଉପଲବ୍ଧି ହାସଲ କରିବାକୁ ଲକ୍ଷ୍ୟ ରଖିଛି। ଆଲୁମିନିୟମର ଉତ୍ପାଦନ ବୃଦ୍ଧି ସହିତ ଏହି ଗୁରୁତ୍ୱପୂର୍ଣ୍ଣ ଧାତୁର ବ୍ୟବହାରକୁ ବଢାଇବା ପାଇଁ ମଧ୍ୟ କମ୍ପାନୀ ପ୍ରଯତ୍ନଶୀଳ। ଏହାଦ୍ୱାରା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି ସେ କହିଛନ୍ତି ।

ଶ୍ରୀ ଜୋଶୀ କହିଛନ୍ତି ଯେ କେନ୍ଦ୍ର ସରକାର ଖଣିଜ ସମୃଦ୍ଧ ଓଡ଼ିଶାକୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେଉଛନ୍ତି। ଦେଶରେ ଖଣିଜ ପଦାର୍ଥର ଉତ୍ତୋଳନ ଓ ଉତ୍ପାଦନ ଯେପରି ବ୍ୟାହତ ନ ହୁଏ ସେଥିପାଇଁ ସବୁମତେ ଉଦ୍ୟମ କରାଯାଉଛି। ସେ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ କେନ୍ଦ୍ର ସରକାର କେତେକ ଆଇନକୁ ସଂଶୋଧନ କରିବେ । ଏହା ଫଳରେ ଖଣିଜ ପଦାର୍ଥର ଉତ୍ତୋଳନ ସୁଗମ ଓ ସୁନିଶ୍ଚିତ ହୋଇପାରିବ । ଆହୁରି ମଧ୍ୟ ଖଣିଗୁଡିକର ନିଲାମରେ ଉପରଠାଉରିଆ ନିଲାମଧାରୀମାନେ ଯେପରି ଅଂଶଗ୍ରହଣ କରି ନ ପାରନ୍ତି ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯିବ ଓ ସେମାନଙ୍କୁ ଏଥିରୁ ବାଦ ଦିଆଯିବ ।

ସେ କହିଛନ୍ତି ଯେ ଓଡ଼ିଶାରେ ସ୍ୱତନ୍ତ୍ରଭାବେ ଲୁହାପଥର ଉତ୍ତୋଳନକୁ ତ୍ୱରାନ୍ୱିତ କରିବା ପାଇଁ ଆମେ ପଦକ୍ଷେପ ନେଉଛୁ । ଦୁଇଟି ଖଣିକୁ ଓଡ଼ିଶା ଖଣି ନିଗମକୁ ଦେବା ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହାଛଡା ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମକୁ ମଧ୍ୟ ଆଉ ଏକ ଖଣି ଦେବା ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।

ଓଡ଼ିଶା ଖଣି ନିଗମ ଲିଃ(ଓଏମ୍‌ଇସିଏଲ୍‌) ଏବଂ ଖଣିଜ ଉତ୍ତୋଳନ ନିଗମ ଲିମିଟେଡ (ଏମ୍ଇସିଏଲ୍‌) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ତଦନୁସାରେ ଓଏମ୍ଇସିଏଲ୍‌ ପାଇଁ ଏମ୍‌ଇସିଏଲ୍‌ ଖଣିଜ ଉତ୍ତୋଳନ କରିବ। ଏହାଦ୍ୱାରା ରାଜ୍ୟରେ ଥିବା ଖଣିଜ ସମ୍ପଦର ଉତ୍ତୋଳନ ଓ ବିନିଯୋଗ ଦକ୍ଷତା ବଢିବ। ଏହା ମଧ୍ୟ ଖଣିଜ ପଦାର୍ଥର ସର୍ଭେ ଓ ଖନନରେ ସହାୟକ ହେବ ବୋଲି ଶ୍ରୀ ଜୋଶୀ କହିଛନ୍ତି ।

ସେ କହିଛନ୍ତି ଯେ ଆହୁରି ମଧ୍ୟ ଓଡ଼ିଶାରେ ମିନେରାଲ ବ୍ଲକ ବା ଖଣିଗୁଡିକର ନିଲାମ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଏ କ୍ଷେତ୍ରରେ ଥିବା କେତେକ ନୀତିନିୟମକୁ କୋହଳ କରିବାକୁ ଚିନ୍ତା କରାଯାଉଛି। ସେ କହିଛନ୍ତି ଯେ ଏମ୍‌ଏମ୍‌ଡିଆର 2015 ଆଇନରେ ସଂଶୋଧନ କରାଯାଇ ଖଣି ମନ୍ତ୍ରଣାଳୟ ପକ୍ଷରୁ ଦେଶବ୍ୟାପୀ ଖଣିଗୁଡିକର ଆବଣ୍ଟନ ପାଇଁ ନୂଆ ନିଲାମ ବ୍ୟବସ୍ଥା କରାଯାଇଥିଲା । ଏହି ନୂଆ ନୀତି ଓ ବିଧିବ୍ୟବସ୍ଥା କାର୍ଯ୍ୟକାରୀ ହେବା ବେଳକୁ ଦେଶର 46ଟି ଖଣିର ଲିଜ୍‌ ମିଆଦ 2020 ମାର୍ଚ୍ଚ ସୁଦ୍ଧା ଶେଷ ହୋଇଯାଇଥିଲା । ସେଥିମଧ୍ୟରେ ସର୍ବାଧିକ ଖଣି ଓଡ଼ିଶାରେ ରହିଛି। ତେଣୁ ଏହି ଖଣିଜ ଉତ୍ପାଦନ ପ୍ରକ୍ରିୟାକୁ ଅବ୍ୟାହତ ରଖିବା ପାଇଁ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ମାଧ୍ୟମରେ ଏହି ନୂଆ ସଂଶୋଧିତ ଖଣି ଆଇନ-2020 ଆଣିଥିଲେ। ଜାନୁଆରୀ 2020ରେ ଜାରି ହୋଇଥିବା ଏହି ଅଧ୍ୟାଦେଶ ଅନୁସାରେ ରାଜ୍ୟ ସରକାରମାନେ ନିଜ ରାଜ୍ୟରେ ଥିବା ଖଣିଗୁଡିକର ନିଲାମ ପାଇଁ ଆଗୁଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ। ଏହା ଫଳରେ ପ୍ରଚଳିତ ଲିଜ୍‌ ଅବଧି ଶେଷ ହେବା ପୂର୍ବରୁ ନୂଆ ଲିଜ୍‌ଧାରୀଙ୍କ ସମ୍ପର୍କରେ ରାଜ୍ୟ ସରକାରମାନଙ୍କୁ ନିଷ୍ପତ୍ତି ନେବାକୁ ପଡିବ।

ଦ୍ୱିତୀୟତଃ ଆହୁରି ମଧ୍ୟ ନିଷ୍ପତ୍ତି ହୋଇଥିଲା ଯେ ଖଣିର ନୂଆ ଲିଜ୍‌ଧାରୀଙ୍କୁ ସ୍ୱୟଂକ୍ରିୟ ଭାବେ ଅନୁମୋଦନ ଓ କ୍ଲିୟରାନ୍ସ ଦୁଇ ବର୍ଷ ପାଇଁ ହସ୍ତାନ୍ତରିତ କରାଯିବ। ଯେଉଁଦିନଠାରୁ ନୂଆ ଲିଜଧାରୀ ଅନୁମତି ପାଇବେ ସେହିଦିନଠାରୁ ଦୁଇବର୍ଷ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ନୂଆ ମାଲିକ ଆବେଦନ କରି ନୂତନ କ୍ଲିୟରାନ୍ସ ଆଦେଶ ପାଇପାରିବେ । ଏହି ପ୍ରକ୍ରିୟା ଫଳରେ ନୂଆ ମାଲିକମାନେ ଝାମେଲାମୁକ୍ତ ଭାବେ ଖଣି କାର୍ଯ୍ୟ କରିବାକୁ ସଫଳ ହେବେ।

ଶ୍ରୀ ଜୋଶୀ କହିଛନ୍ତି ଯେ ନାଲ୍‌କୋ ଓଡ଼ିଶା ସରକାରଙ୍କ ସହଯୋଗରେ ଅନୁଗୁଳଠାରେ ଏକ ବିଶ୍ୱସ୍ତରୀୟ ଆଲୁମିନିୟମ ପାର୍କ ପ୍ରତିଷ୍ଠା କରୁଛି। ଏହା ସ୍ମେଲଟର ପ୍ଲାଣ୍ଟଠାରୁ ଅଳ୍ପ ଦୂରରେ ଅବସ୍ଥିତ। ଅନୁସାରୀ ଶିଳ୍ପସଂସ୍ଥା ଓ ନିକଟବର୍ତ୍ତୀ ଛୋଟ ଛୋଟ ଉଦ୍ୟୋଗକୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି ପାର୍କ ପ୍ରତିଷ୍ଠା କରାଯାଇଛି । ଏହା ଫଳରେ ସେହି ଅଞ୍ଚଳରେ ନିଯୁକ୍ତି ସୁବିଧା ବଢିବ ଏବଂ ସ୍ଥାନୀୟ ଉଦ୍ୟୋଗ ଲାଭବାନ ହୋଇପାରିବେ ।

ଜାତୀୟ ଆଲୁମିନିୟମ କମ୍ପାନୀ ନାଲ୍‌କୋ କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନରେ ଏକ ରାଷ୍ଟ୍ରାୟତ୍ତ ଉପକ୍ରମଭାବେ କାର୍ଯ୍ୟ କରୁଛି। ଏହା ଭାରତ ସରକାରଙ୍କ ଏକ ନବରତ୍ନ ମାନ୍ୟତାପ୍ରାପ୍ତ କମ୍ପାନୀ। ଏହା ଏସିଆର ସର୍ବବୃହତ୍‌ ସମନ୍ୱିତ ବକ୍ସାଇଟ-ଆଲୁମିନା-ଆଲୁମିନିୟମ-ବିଜୁଳି କମ୍ପ୍ଲେକ୍ସ। ଦେଶର ବକ୍ସାଇଟ ଉତ୍ପାଦନରେ ନାଲ୍‌କୋର ଅବଦାନ 32 ଶତାଂଶ। ସେହିଭଳି ଭାରତର ମୋଟ ଆଲୁମିନା ଉତ୍ପାଦନର 33 ଭାଗ ଏବଂ ଆଲୁମିନିୟମ ଉତ୍ପାଦନର 12 ଶତାଂଶ ନାଲ୍‌କୋ ଦ୍ୱାରା ହୋଇଥାଏ। ସ୍ୱଳ୍ପ ମୂଲ୍ୟରେ ଆଲୁମିନା ଏବଂ ବକ୍ସାଇଟ ଉତ୍ପାଦନ କ୍ଷେତ୍ରରେ ନାଲ୍‌କୋ ବିଶ୍ୱର 1 ନମ୍ବର କମ୍ପାନୀଭାବେ ମାନ୍ୟତା ପାଇଛି। ପୃଥିବୀର 15ରୁ ଅଧିକ ଦେଶରେ ନାଲ୍‌କୋର କାରବାର ରହିଛି। ଦେଶର ସର୍ବାଧିକ ବୈଦେଶିକ ମୁଦ୍ରା ଅର୍ଜନକାରୀ ସିପିଏସ୍‌ସି କ୍ଷେତ୍ରରେ ନାଲ୍‌କୋ ସର୍ବାଗ୍ରେ ଅଛି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କୋରାପୁଟ ଓ ଅନୁଗୁଳ ଜିଲାରେ ନାଲ୍‌କୋର ପ୍ଲାଣ୍ଟ ରହିଛି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech