ଶେଷ ହୋଇଛି ସ୍ଵେଚ୍ଛାସେବୀ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ଶେଷକୃତ୍ୟ

ଜେ ବି ଏନ, ୧୪/୦୧ /୨୦୨୧, (ରିପୋର୍ଟ, ଦିଲ୍ଲୀପ କୁମାର ବେହେରା), କଟକ : ଆଜି କଟକ ଜିଲ୍ଲା ର ସ୍ଥାନୀୟ କାଳିଆ ବଡ ବଜାର ସାମନା ରେ ପଦ୍ମ ଶ୍ରୀ ପ୍ରକାଶ ରାଓ ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା l ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ମର ଶରୀର କୁ ପୋଡ଼ା ଯାଇଥିଲା l




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-4-scaled.jpg)