ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଜେ ବି ଏନ, ୧୬/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଭୁବନେଶ୍ବର : ଜାତୀୟସ୍ତରର ଗଣମାଧ୍ୟମ @ABPNews ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରୀୟ ମୁଖ୍ୟମନ୍ତ୍ରୀ ଭାବରେ ଏକ ଜନମତ ସର୍ଭେକ୍ଷଣକୁ ଭିତ୍ତି କରି ଘୋଷଣା କରିଛି । ରାଜ୍ୟରେ ବିଭିନ୍ନ ଜନହିତକର କାର୍ଯ୍ୟ ଏବଂ ସବୁବର୍ଗର ବିକାଶ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଏହି ସର୍ଭେକ୍ଷଣରେ ଦେଶର ସବୁଠାରୁ ଲୋକପ୍ରୀୟ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରାଯାଇଛି ।



