୭୨ତମ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପତାକା ଉତ୍ତୋଳନ ଅନୁଷ୍ଠିତ

ଜେ ବି ଏନ, ୨୬/୦୧ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ୱର : ରାଜ୍ୟରେ ଆଜି ୭୨ ତମ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ୭୨ତମ ପାଳିତ ହୋଇଯାଇଛି l ଆଜିର ଏହି ରାଜ୍ୟ ସ୍ତରୀୟ ଗଣତନ୍ତ୍ର ଦିବସ ସମାରୋହରେ ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜଧାନୀ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।



