Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
୭୨ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ - Jagrat Bharat News

୭୨ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

୭୨ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

 

(ଜେ. ବି. ଏନ୍/ସୁଶାନ୍ତ କୁମାର ) ୨୬/୦୧ /୨୦୨୧ ଅନୁଗୋଳ : କୋଭିଡ ନିୟମାବଳୀ ଆଧାରରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ଆଜି ଅନୁଗୋଳ ଷ୍ଟାଡିୟମଠାରେ ନିରାଡମ୍ବରଭାବେ ପାଳନ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ସ୍ଥିରିକୃତ ଇସ୍ପାତ , ଖଣି ଓ ପୂର୍ତ୍ତି ମନ୍ତ୍ରୀ ଶ୍ରୀ ପ୍ରଫୁଲ କୁମାର ମଲ୍ଲିକ ମୁଖ୍ୟଅତି ଭାବେ ଯୋଗ ଦେଇ ସକାଳ ୯ଘଟିକା ୧୫ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଊପସ୍ଥିତ ଜନସାଧାରଣ ଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ । ଆଜିର ଦିବସ ସମସ୍ତ ଭାରତୀୟଙ୍କ ଜୀବନରେ ଏକ ସ୍ମରଣୀୟ ଦିବସ ଅଟେ । ଅନେକ ଦେଶ ତ୍ୟକ ଦେଶରେ କେବଳ ସ୍ଵାଧୀନତା ଦିବସ ପାଳନ କରୁଥିବାବେଳେ ଆମେ ଭାରତୀୟମାନେ ସ୍ବାଧୀନତା ଦିବସ ସହିତ ସାଧାରଣତନ୍ତ୍ର ଦିବସକୁ ଆନନ୍ଦ ଉଲ୍ଲାସର ସହିତ ପାଳନ କରୁଛୁ । ଆମ ସମ୍ବିଧାନ ସାଧାରଣ ଜନତଃକୁ ମୌଳିକ ଅଧିକାର ଓ କର୍ତ୍ତବ୍ୟ ପ୍ରଦାନ ଉପରେ ଏହାର ଶ୍ରେଷ୍ଠତା ସାବ୍ୟସ୍ତ କରିଛି । ଅନୁଗୋଳର ପବିତ୍ର ମାଟି ସଂଗ୍ରାମର ମାଟି । ସେଥିପାଇଁ ବେଠି ବେଗାରୀକୁ ବେଖାତିର କରି ୧୮୯୧ ମସିହାରେ ପ୍ରଣୟନ ହୋଇଥୁବା କଳଙ୍କିତ ଅନୁଗୋଳ ରେଗୁଲେଟୋରୀ ଆକ୍ଟକୁ ସଂଗ୍ରାମୀମାନେ ବିରୋଧ କରିଥିଲେ । ୧୯୩୪ ମସିହାରେ ମହାତ୍ମାଗାନ୍ଧୀକର ଅନୁଗୋଳ ପଦଯାତ୍ରା ଏ ମାଟିକୁ ଧନ୍ୟ କରିଛି । ରାଜ୍ୟରେ ମହିଳା , ଶିଶୁ , ଯୁବ ବର୍ଗ , କ୍ରୀଡାବିତ୍ , କୃଷକ , ନିର୍ମାଣ ଶ୍ରମିକ , ଜନଜାତି ତଥା ବୟସ୍କ ଏବଂ ଅସହାୟ ମାନଙ୍କ ଜୀବନ ଜୀବିକାରେ ଆଖୁ ଦୃଶିଆ ପରିବର୍ତ୍ତନ ଆଣିବାରେ ସଫଳ ହୋଇଛନ୍ତି । ଦୀର୍ଘ ଏକ ବର୍ଷ ଧରି ଚାଲିଥିବା କରୋନା ମହାମାରୀ ଆମ ଦେଶ ତଥା ରାଜ୍ୟ ପାଇଁ ଅନେକ ପ୍ରତିବନ୍ଧକ ସୃଷ୍ଟି କରିଛି । ଏହା ସତ୍ତେ ରାଜ୍ୟ ସରକାରଙ୍କ ସମୟୋପଯୋଗୀ ପଦକ୍ଷେପ ଯୋଗୁଁ ଆମେ ଏହାକୁ ମୁକାବିଲା କରିବାରେ ସଫଳ ହୋଇପାରିଛୁ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ ।

ସମସ୍ତ ପାଇଁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷରେ
ରାଜ୍ୟ ସରକାର କାର୍ଯ୍ୟ କରିଛନ୍ତି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା । ଏହି ଯୋଜନାରେ ୫ ଲକ୍ଷ କାର ସ୍ଵାସ୍ଥ୍ୟ ସେବା ସୁବିଧା ଉପଲବଧ ଥିବାବେଳେ ମହିଳା ସଦସ୍ୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁବିଧା ରହିଛି । ଚଳିତ ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ହେବାକୁ ଥିବା ମାଟ୍ରିକ ପରିକ୍ଷାର ଫି ଛାଡ କରାଯାଇଛି । ସମ୍ପତି ପୁଞ୍ଜିନିବେଶ କ୍ଷେତ୍ରରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି । ସମ୍ପ୍ରତି କୋଭିଡ ବିପର୍ଯ୍ୟୟ ସମୟରେ ରାଜ୍ୟକୁ ୧୨ ହଜାର କୋଟି କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି । ଚଳିତ ଆର୍ଥିକ ବର୍ଷରେ ଅନୁଗୋଳ ଜିଲ୍ଲାରେ ଜିଲ୍ଲା ଖଣିଜ ପାଣ୍ଠିର ସୁ ବିନିଯୋଗରେ ଅନୁଗୋଳ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ରେ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଏହି ଉପଲକ୍ଷେ ଜିଲ୍ଲାରେ କୋଭିଡ କାର୍ଯ୍ୟରେ ନିୟୋଜିତ ଡାକ୍ତର , ସ୍ବାସ୍ଥ୍ୟକର୍ମୀ , ପ୍ରଶାସନିକ ଅଧିକାରୀ , ପୋଲିସ ଓ ସଫେଇ କର୍ମଚାରୀକୁ ମୁଖ୍ୟ ଅତିଙ୍କ ଦ୍ବାରା ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଡି ଆଇ ଜି ( ଉତ୍ତରକେନ୍ଦ୍ଚଳ ) ଡ . ସାର୍ଥକ ଷଡଙ୍ଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ ମୀନା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ସତପଥୀ , ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ତ୍ର ) ଶ୍ରୀ ସନ୍ତୋଷ କୁମାର ପ୍ରଧାନ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲିପ କୁମାର ସାହୁ , ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ବାସୁଦେବ ଶତପଥୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ , ସ୍ୱେଛାସେବୀ , ବୁଦ୍ଧିଜୀବି ଓ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech