ପ୍ରଥମ ଥର ପାଇଁ ଜିଲ୍ଲା ରେ ଶୂନ ରେ ପହଞ୍ଚିଲା କରୋନା ସଂକ୍ରମିତ
ସୁସ୍ଥ ହେଲେ ୪ ଜଣ ଆକ୍ରାନ୍ତ :ଜିଲ୍ଲା ପ୍ରଶାସନ କୁ ମିଳିଲା ପ୍ରଥମ ସଫଳତା ।

ଜେ ବି ଏନ, ୦୪/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଅନୁଗୋଳ : ବିଗତ ୧୦ ମାସ ମଧ୍ୟରେ ଆଜି ଅନୁଗୋଳ ଜିଲ୍ଲାରେ କେହି କରୋନା ପଜିଟିଭ ଚିହ୍ନଟ ହୋଇନଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ୱାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୪ ଜଣ ଯାକ ହୋମ Isolation ରେ ଥିବାର ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-19-scaled.jpg)
