
ଭର୍ଚୁଆଲ ମୋଡ୍ ମାଧ୍ୟମରେ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବିଶ୍ଵ ମହିଳା ଦିବସ
ଜେ ବି ଏନ(ସୁଶାନ୍ତ କୁମାର /ଶୁଭମ ପାଣି) ୦୮/୦୩ /୨୦୨୧ ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ରେ ଆନ୍ତର୍ଜାତିକ ମହିଳା ଦିବସ ବିଦ୍ୟାଳୟ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଭର୍ଚୁଆଲ ମୋଡ୍ ରେ ମାର୍ଚ୍ଚ ମାସ ଆଠ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ଭର୍ଚୁଆଲ ମୋଡ୍ ରେ ସମସ୍ତ ଛାତ୍ରଛାତ୍ରୀ,ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁପରାମର୍ଶ ଦେଇଥିଲେ। ଶ୍ରୀ ସାହୁ ତାଙ୍କ ବକ୍ତବ୍ୟରେ ଭାରତର ମହିୟସୀ ମହିଳା ମାନଙ୍କ ସହିତ ଓଡ଼ିଶାର ମହିୟସୀ ମହିଳା ଭାରତରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀ, ପ୍ରୁର୍ବତନ ଲୋକ ସଭା ବାଚସ୍ପତି ଶ୍ରୀମତୀ ସୁମିତ୍ରା ମହାଜନଙ୍କ ଉଦାହରଣ ଦେଇ ସେମାନଙ୍କ ଆଦର୍ଶ ରେ ଅନୁ ପ୍ରେରିତ ହେବା ପାଇଁ ଅନୁରୋଧ କରିଥିଲେ ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-19-scaled.jpg)
