Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
୧୨ ମାର୍ଚ୍ଚରେ ‘ଆଜାଦୀ କା ଅମୃତ ମହୋତ୍ସବ’ ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ - Jagrat Bharat News

୧୨ ମାର୍ଚ୍ଚରେ ‘ଆଜାଦୀ କା ଅମୃତ ମହୋତ୍ସବ’ ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

୧୨ ମାର୍ଚ୍ଚରେ ‘ଆଜାଦୀ କା ଅମୃତ ମହୋତ୍ସବ’ ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

 

ଜେ ବି ଏନ, ୧୧/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ମାର୍ଚ୍ଚ, ୨୦୨୧ରେ ଅହମ୍ମଦାବାଦର ସାବରମତୀ ଆଶ୍ରମରୁ ପଦଯାତ୍ରା (ସ୍ୱାଧୀନତା ମାର୍ଚ୍ଚ)କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ ଏବଂ ଆଜାଦୀ କା ଅମୃତ ମହୋତ୍ସବ (India@75)ର ପ୍ରାରମ୍ଭିକ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ India@75 ସହ ଜଡ଼ିତ ଅନେକଗୁଡ଼ିଏ ସାଂସ୍କୃତିକ ତଥା ଡିଜିଟାଲ କାର୍ଯ୍ୟକ୍ରମର ଉଦଘାଟନ ମଧ୍ୟ କରିବେ ଏବଂ ସାବରମତୀ ଆଶ୍ରମରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହି ଅବସରରେ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଶ୍ରୀ ପ୍ରହ୍ଲାଦ ସିଂ ପଟେଲ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଉପସ୍ଥିତ ରହିବେ। ଏହି କାର୍ଯ୍ୟକ୍ରମ ପୂର୍ବାହ୍ନ 10:30ରେ ଆରମ୍ଭ ହେବ।

 

 

 

ଆଜାଦୀ କା ଅମୃତ ମହୋତ୍ସବ

 

ଦେଶ ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତିକୁ ପାଳନ କରିବା ଲାଗି ଆଜାଦୀ କା ଅମୃତ ମହୋତ୍ସବ ହେଉଛି ଏକାଧିକ କାର୍ଯ୍ୟକ୍ରମଗୁଡ଼ିକର ଏକ ଶୃଙ୍ଖଳା। ମହୋତ୍ସବକୁ ଜନ ଭାଗୀଦାରୀ ଭାବନା ସହିତ ଜନ ଉତ୍ସବ ରୂପରେ ପାଳନ କରାଯିବ।

 

 

 

ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତିରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ପର୍କରେ ନୀତି ଓ ଯୋଜନା ପ୍ରସ୍ତୁତ କରିବା ଲାଗି ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କାର୍ଯ୍ୟକାରୀ ସମିତି ଗଠନ କରାଯାଇଛି। ମହୋତ୍ସବର ପ୍ରାରମ୍ଭିକ କାର୍ଯ୍ୟକ୍ରମ ୧୨ ମାର୍ଚ୍ଚ, ୨୦୨୧ ଠାରୁ, ଅର୍ଥାତ୍ ୧୫ ଅଗଷ୍ଟ, ୨୦୨୨ର ୭୫ ସପ୍ତାହ ପୂର୍ବରୁ ଆୟୋଜନ କରାଯାଉଛି।

 

 

 

ପଦଯାତ୍ରା

 

 

 

ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାବରମତୀ ଆଶ୍ରମରୁ ନବସାରୀରେ ଦାଣ୍ଡି ପର୍ଯ୍ୟନ୍ତ ଯାଉଥିବା ୮୧ ଜଣ ପଦଯାତ୍ରୀଙ୍କ ପଦଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ୨୪୧ ମାଇଲର ଏହି ପଦଯାତ୍ରା ୨୫ ଦିନ ମଧ୍ୟରେ ଏପ୍ରିଲ ୫ ତାରିଖରେ ଶେଷ ହେବ। ଦାଣ୍ଡି ରାସ୍ତାରେ ବିଭିନ୍ନ ଦଳର ଲୋକମାନେ ଏହି ପଦଯାତ୍ରାରେ ସାମିଲ ହେବେ। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ସିଂ ପଟେଲ ୭୫ କିମି ପଦଯାତ୍ରାର ପ୍ରଥମ ପର୍ଯ୍ୟାୟର ନେତୃତ୍ୱ ନେବେ।

 

 

 

India@75 ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ

 

 

 

India@75 ସହ ଜଡ଼ିତ ପୂର୍ବରୁ ଯୋଜନା କରାଯାଇଥିବା କାର୍ଯ୍ୟକ୍ରମର ଉଦଘାଟନ କରାଯିବ। ଏଥିରେ ଏକ ଚଳଚ୍ଚିତ୍ର, ୱେବସାଇଟ୍, ସଙ୍ଗୀତ, ଆତ୍ମନିର୍ଭର ଚରଖା ଏବଂ ଆତ୍ମନିର୍ଭର ଇନକ୍ୟୁବେଟର ସାମିଲ ରହିଛି।

 

 

 

ଏହି କାର୍ଯ୍ୟକ୍ରମ ସହିତ ଦେଶର ଅଦମ୍ୟ ଭାବନାର ଉତ୍ସବ ପ୍ରଦର୍ଶିତ କରୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ। ଏଥିରେ ସଙ୍ଗୀତ, ନୃତ୍ୟ, ପ୍ରବଚନ, ପ୍ରସ୍ତାବନା ପାଠ (ପ୍ରତ୍ୟେକ ପଙ୍କ୍ତି ଦେଶର ବିଭିନ୍ନ କ୍ଷେତ୍ରର ପ୍ରତିନିଧିତ୍ୱ କରୁଥିବା ବିଭିନ୍ନ ଭାଷାରେ) ସାମିଲ ରହିଛି। ଯୁବଶକ୍ତିଙ୍କୁ ଭାରତର ଭବିଷ୍ୟତ ରୂପରେ ପ୍ରଦର୍ଶିତ କରି ସମବେତ ସଙ୍ଗୀତରେ ୭୫ଟି ସ୍ୱର ସହିତ ୭୫ଟି ନର୍ତ୍ତକ ଥାଇ କାର୍ଯ୍ୟକ୍ରମ ପ୍ରଦର୍ଶିତ କରାଯିବ।

 

 

 

୧୨ ମାର୍ଚ୍ଚ, ୨୦୨୧ରେ ଭାରତରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କାର୍ଯ୍ୟକ୍ରମଗୁଡ଼ିକ ବ୍ୟତୀତ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ଏବଂ ସଂସ୍କୃତି ମନ୍ତ୍ରଣାଳ଼ର କ୍ଷେତ୍ରୀୟ ସାଂସ୍କୃତିକ କେନ୍ଦ୍ର, ଯୁବ ବ୍ୟାପାର ମନ୍ତ୍ରଣାଳୟ ଏବଂ ଟ୍ରାଇଫେଡ ପକ୍ଷରୁ ଏହି ଅବସରରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ପାଇଁ ଯୋଜନା କରାଯାଇଛି।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech