Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଅବସର ପ୍ରାପ୍ତ ଆଦର୍ଶ ଶିକ୍ଷକଙ୍କ ପରଲୋକ 

 

ଜେ ବି ଏନ, ରିପୋର୍ଟ, ଟୁକୁନା ପ୍ରଧାନ, ବ୍ରହ୍ମପୁର (୧୫. ୦୩. ୨୦୨୧)-: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ପଞ୍ଚାୟତର ଭାଲିଆଝର ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ କାଶୀନାଥ ଜେନାଙ୍କ ପରଲୋକ ହୋଇଯାଇଛି।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ସେ ସ୍ଥାନୀୟ ରବି ଘୋଷ ବିଦ୍ୟାପୀଠରେ ତାଙ୍କ ଚାକିରୀ ଜୀବନ ସାରିଥିବା ବେଳେ ଗ୍ରାମର ଲକ୍ଷ୍ମୀ ନାରାୟଣ ମନ୍ଦିରର ପୂର୍ବତନ ସମ୍ପାଦକ ଥିଲେ । ତାଙ୍କ ଶିକ୍ଷକତା ସମୟରେ ସେ ଛାତ୍ର ବତ୍ସଳ ଶିକ୍ଷକ ଭାବେ ପ୍ରିୟପାତ୍ର ହୋଇପାରିଥିଲେ। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ୨ ପୁଅ ୨ ଝିଅଙ୍କ ସମେତ ସମସ୍ତ ଆତ୍ମୀୟ ସ୍ଵଜନ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।