ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଦୁଇ ଜୀବନ

ଜେ ବି ଏନ, ୧୯/୦୩/୨୦୨୧, (ରିପୋର୍ଟ, ପ୍ରଭାକର ବିଶ୍ଵାଳ), ଭୁବନେଶ୍ବର : ଶ୍ବାସରୂଦ୍ଧ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି।ଏହିଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱରର ଟଙ୍କପାଣି ରୋଡ଼ ଅଞ୍ଚଳରେ।ସ୍ବେରେଜ ଲାଇନ କାମରେ ନିୟୋଜିତ ଥିବା ଦୁଇ ଜଣ ଶ୍ରମିକ କାମ କରୁଥିବା ସମୟରେ ଅସୁସ୍ଥ ହୋଇ ପଡିଥିଲେ। ତେଣୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଶ୍ଵାସରୁଦ୍ଧ ହୋଇ ଉଭୟଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-17-scaled.jpg)


