ରତ୍ନଗିରୀ ଜିଲ୍ଲାର ଏକ କାରଖାନାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସକାଶେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଜେ ବି ଏନ, ୨୧/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : ରତ୍ନଗିରୀ ଜିଲ୍ଲାର ଏକ କାରଖାନାରେ ବିସ୍ଫୋରଣ ଘଟିବା ଯୋଗୁଁ ଏଥିରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ରତ୍ନଗିରୀ ଜିଲ୍ଲାର ଏକ କାରଖାନାରେ ବିସ୍ଫୋରଣ ଘଟିବା ଦ୍ଵାରା ଲୋକଙ୍କ ଜୀବନ ହାନି ହୋଇଥିବା ଖବରରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526.jpg)

