Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ - Jagrat Bharat News

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ

ଜେ ବି ଏନ, ୨୩/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା, ସଞ୍ଚାର ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସଞ୍ଜୟ ଧୋତ୍ରେ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଡିଜିଟାଲ ମାଧ୍ୟମରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ କଟକସ୍ଥିତ ସ୍ୱରାଜ ଆଶ୍ରମ ଠାରେ ଏକ ଜନସମାରୋହ ଆୟୋଜନ କରାଯାଇଥିଲା । ଏଥିରେ କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ, ରାଜ୍ୟ ଓଡ଼ିଆ ଭାଷା, ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ସମେତ ଡାକ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

 

 

 

 

 

ପ୍ରଥମ ଥର ପାଇଁ ୧୯୨୧ ମାର୍ଚ୍ଚ ୨୩ ତାରିଖରେ ମହାତ୍ମା ଗାନ୍ଧୀ ଓଡ଼ିଶାକୁ ଆଗମନ କରିଥିଲେ । ଭାରତ ଇତିହାସର ଏହି ଗୁରୁତ୍ୱପୂର୍ଣ୍ଣ ଘଟଣାର ସ୍ମୃତିରେ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କରାଯାଇଥିଲା । ଏହି ଘଟଣା ଅସହଯୋଗ ଆନ୍ଦୋଳନକୁ ସକ୍ରିୟ କରିଥିଲା ଏବଂ ସ୍ୱାଧୀନତା ଆନ୍ଦୋଳନର ଲକ୍ଷ୍ୟକୁ ଆହୁରି ସୁଦୃଢ଼ କରିଥିଲା । ମହାତ୍ମାଗାନ୍ଧୀଙ୍କ ଗସ୍ତ ସମୟରେ ବହୁସଂଖ୍ୟକ ଯୁବକ ସ୍ୱାଧୀନତା ଆନ୍ଦୋଳନରେ ଝାସ ଦେଇଥିଲେ ଏବଂ ମହିଳାମାନେ ନିୟମିତ ଭାବେ ଚରଖା ଚଳାଇ ସାଧାରର ଜନତାଙ୍କ ମଧ୍ୟରେ ଖଦୀର ବ୍ୟବହାର ପାଇଁ ପ୍ରଚାର କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଯାଦୁକରୀ ବ୍ୟକ୍ତିତ୍ୱ ପ୍ରଭାବରେ ଅନୁପ୍ରାଣିତ ହୋଇ ଓଡ଼ିଶା, ଜାତୀୟ ଆନ୍ଦୋଳନରେ ସକ୍ରିୟ ଭାବେ ସମ୍ପୃକ୍ତ ହୋଇଥିଲା ।

 

କେନ୍ଦ୍ରମନ୍ତ୍ରୀ ଶ୍ରୀ ଧୋତ୍ରେ ଏହି ଅବସରରେ ଉଦବୋଧନ ଦେଇ କହିଥିଲେ ଯେ ଆଜି ସାରା ଭାରତ “ଆଜାଦୀ କା ଅମୃତ ମହୋତ୍ସବ” ପାଳନ କରୁଛି । ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନ ଭଳି ଐତିହାସିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଘଟଣାର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ଡାକ ଟିକେଟ ଉନ୍ମୋଚନ କରାଯିବା ଏହି ମହୋତ୍ସବର ଏକ ଅଂଶବିଶେଷ । ଆଗାମୀ ଦିନରେ, ଡାକ ବିଭାଗ ପକ୍ଷରୁ ଭାରତର ସ୍ୱାଧୀନତା ସଂଗ୍ରାମରେ ଗୁରୁତ୍ୱ ବହନ କରୁଥିବା ଘଟଣାର ସ୍ମୃତିରେ ଏପରି ଆହୁରି କାର୍ଯ୍ୟକ୍ରମ ଆୟୋଜନ କରାଯିବ ।

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଆରମ୍ଭ କରାଯାଇଥିବା ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ଗୁରୁତ୍ୱ ବିଷୟରେ ଶ୍ରୀ ଧୋତ୍ରେ ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ପରସ୍ପର ସହ ଯୋଡ଼ାଯାଇଛି ଯେପରିକି ମହାରାଷ୍ଟ୍ର ସହ ଓଡ଼ିଶା, ଗୋଆ ସହିତ ଝାଡ଼ଖଣ୍ଡ, ଦିଲ୍ଲୀ ଓ ସିକ୍କିମ ଆଦି ।

 

ଏହାଦ୍ୱାରା ପରସ୍ପରର ସଂସ୍କୃତି, ଭାଷା, ସାହିତ୍ୟ, ନୃତ୍ୟ କଳା ଏବଂ ଆହୁରି ଅନେକ ଦିଗରେ ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ସହ ଭାବବିନିମୟ କରିପାରିବେ, ଶିଖିପାରିବେ ଓ ଗ୍ରହଣ କରିପାରିବେ । ଏହା ଭାରତକୁ ଗୋଟିଏ ରାଷ୍ଟ୍ର ଭାବେ ଆହୁରି ସୁଦୃଢ଼ କରିବ । ଆଜିର କାର୍ଯ୍ୟକ୍ରମ ଏ ଦିଗରେ ଏକ ପ୍ରୟାସ ବୋଲି ଶ୍ରୀ ଧୋତ୍ରେ କହିଥିଲେ ।

 

ଆଜି ଉନ୍ମୋଚନ ହୋଇଥିବା ସ୍ମାରକୀ ଡାକ ଟିକେଟ ଯୁବକ, ମହିଳା, ବୁଦ୍ଧିଜୀବୀ ଓ ସାଧାରଣ ଜନତାଙ୍କ ପାଇଁ ଏକ ପ୍ରେରଣା ସାଜିବ । ୧୦୦ ବର୍ଷ ପୂର୍ବେ ଉପନିବେଶବାଦର ଶାସନ ସମୟରେ ସମାଜ ଭୋଗିଥିବା ଯନ୍ତ୍ରଣାକୁ ହୁଏତ ବର୍ତ୍ତମାନର ସମାଜ ଅନୁଭବ କରିନପାରେ ।

 

ସ୍ମାରକୀ ଡାକ ଟିକେଟର ପ୍ରଥମ ଦିବସ ପ୍ରଚ୍ଛଦରେ ସ୍ଥାନ ପାଇଛି କଟକର ସ୍ୱରାଜ ଆଶ୍ରମ ଯେଉଁଠି ୨୩ ମାର୍ଚ୍ଚ, ୧୯୨୧ରେ ପ୍ରଥମ ଥର ଓଡ଼ିଶା ଆସିବା ସମୟରେ ମହାତ୍ମା ଗାନ୍ଧୀ ଅବସ୍ଥାନ କରିଥିଲେ ।

 

ସ୍ମାରକୀ ଡାକ ଟିକେଟ, ପ୍ରଥମ ଦିବସ ପ୍ରଚ୍ଛଦ ଏବଂ ସୂଚନା ପୁସ୍ତିକା ଦେଶର ବିଭିନ୍ନ ସ୍ଥାନରେ ଥିବା ୭୬ଟି ଫିଲାଟେଲିକ ବ୍ୟୁରୋରେ ବିକ୍ରି ପାଇଁ ଉପଲବ୍ଧ ରହିଛି । ଏହାକୁ ମଧ୍ୟ ଇ-ପୋଷ୍ଟ ଅଫିସ ମାଧ୍ୟମରେ(ପରିଦର୍ଶନ କରନ୍ତୁ: https://www.epostoffice.gov.in/) ଅନଲାଇନରେ ଅର୍ଡର କରାଯାଇପାରିବ।

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech