ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା କଳିଙ୍ଗ ଷ୍ଟୁଡିଓର ପୁନଃବିନ୍ୟାସ କାର୍ଯ୍ୟର ଶିଳାନ୍ୟାସ ହେବ

ଜେ ବି ଏନ, ୨୫/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା କଳିଙ୍ଗ ଷ୍ଟୁଡିଓର ପୁନଃବିନ୍ୟାସ କାର୍ଯ୍ୟର ଶିଳାନ୍ୟାସ ହେବ । ଷ୍ଟୁଡ଼ିଓର
ଉନ୍ନତି କରଣ ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି l ତେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳିଙ୍ଗ ଷ୍ଟୁଡିଓ ପୁନଃବିନ୍ଯାସ କାର୍ଯ୍ୟର ଶିଳାନ୍ୟାସ କରିବେ। ଏହି ଅବସରରେ ଶିଳ୍ପ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। କୋଭିଡ୍ ନିୟମାବଳୀ ପାଳନ ସହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। 



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)
