ଆସନ୍ତା ୨୮ ଏବଂ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଜେ ବି ଏନ, ୨୫/୦୩ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ନାୟକ), ଭୁବନେଶ୍ବର : ରାଜ୍ୟରେ ଆସନ୍ତା ମାର୍ଚ୍ଚ ୨୮ ଏବଂ ୨୯ ତାରିଖ ସ୍କୁଲ ଛୁଟି । ଏ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ହୋଲି ଏବଂ ଦୋଳ ପୂର୍ଣ୍ଣିମା ପାଇଁ ୨ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-16-scaled.jpg)