ନବୀନ ନିବାସ ଯାଇ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଟିକେଟ ଆଣିଲେ ରୁଦ୍ର

ଜେ ବି ଏନ, ୨୮/୦୩ /୨୦୨୧, (ରିପୋର୍ଟ, ପ୍ରଭାକର ବିଶ୍ଵାଳ), ଭୁବନେଶ୍ବର :ପିପିଲି ଉପନିର୍ବାଚନ ନିମନ୍ତେ ଶାସକ ବିଜୁ ଜନତା ଦଳ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ର ପ୍ରତାପ ମହାରଥୀଙ୍କୁ ପ୍ରାର୍ଥୀ କରିଛି।ଏହି ଅବସରରେ ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର ଏବଂ ପ୍ରଣବ ବଲବନ୍ତ ରାୟଙ୍କ ଉପସ୍ଥିତିରେ ରୁଦ୍ର ନିଜର ଭଉଣୀ ପଲ୍ଲବୀ ଏବଂ ଭିଣୋଇ ଅର୍ଦ୍ଧେନ୍ଦୁଙ୍କ ସହ ଆଜି ରବିବାର ଦିନ ନିବାସ ଯାଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତ କରି ଟିକେଟ ଆଣିବା ସହ ବିଜୟ ନିମନ୍ତେ ଆଶିର୍ବାଦ ନେଇଛନ୍ତି।





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-16-scaled.jpg)