Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଜଗତ ଉଦ୍ଧାର ମଞ୍ଚ ପକ୍ଷରୁ ୧୫ ତମ ହୋଲି ପାଳିତ 

 

ଜେ ବି ଏନ, ୨୯/୦୩ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ସାମଲ /ଶୁଭମ ପାଣି), ଢେଙ୍କାନାଳ : ଢେଙ୍କାନାଳ ଜଗତ ଉଦ୍ଧାର ମଞ୍ଚ ପକ୍ଷରୁ ୧୫ତମ ହୋଲି ଉତ୍ସବ ପାଳିତ ହୋଇଯାଇଛି। ସ୍ଥାନୀୟ ଚକା ମଣ୍ଡପ ଠାରେ ଏହି ଉତ୍ସବ ସରକାର ଙ୍କ କୋଭିଡ କଟକଣା କୁ ଅନୁସରଣ କରି ପାଳିତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମାଜସେବୀ ରାମଚନ୍ଦ୍ର ପାତ୍ର ଯୋଗଦେଇ ରାଜ୍ୟବାସୀ ହୋଲି ଉତ୍ସବ ରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

You missed