ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସଂରକ୍ଷଣ ପାଇଁ ବିଜ୍ଞପ୍ତି ଜାରି କଲେ ସରକାର

ଜେ ବି ଏନ, ୦୧/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଭୁବନେଶ୍ବର : ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି ହୋଇଛି। ସରକାରୀ ସ୍କୁଲ ଓ +୨ରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ୧୫% ସ୍ଥାନ ସଂରକ୍ଷଣ କରାଯାଇଛି।ଅସୁବିଧା କାରଣରୁ କୋଚିଂ ପ୍ରତିଷ୍ଠାନରେ ପଢିପାରୁନଥିବା ଲକ୍ଷ ଲକ୍ଷ ମେଧାବୀ ଛାତ୍ରଛାତ୍ରୀ ଏଥିରେ ଲାଭବାନ ହେବେ। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-17.jpg)
