Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ସର୍ବାଧିକ ୪୩ ଲକ୍ଷରୁ ଅଧିକ ଟିକାକରଣ କରି ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି - Jagrat Bharat News

ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ସର୍ବାଧିକ ୪୩ ଲକ୍ଷରୁ ଅଧିକ ଟିକାକରଣ କରି ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି

ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ସର୍ବାଧିକ ୪୩ ଲକ୍ଷରୁ ଅଧିକ ଟିକାକରଣ କରି ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି

 

ଜେ ବି ଏନ, ୦୬/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : କୋଭିଡ-୧୯ ସହ ମୁକାବିଲା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୩ ଲକ୍ଷରୁ ଅଧିକ ଡୋଜ୍ ଟିକା ଦିଆଯାଇଛି । ଦେଶରେ ଗୋଟିଏ ଦିନରେ ଏହା ସର୍ବାଧିକ ଟିକାକରଣର ରେକର୍ଡ ।

 

ଟିକାକରଣ ଅଭିଯାନର ୮୦ତମ ଦିବସ (୫ ଏପ୍ରିଲ ୨୦୨୧)ରେ ୪୩,୦୦,୯୬୬ ଡୋଜ୍ ଟିକା ଦିଆଯାଇଛି । ଏଥିରୁ ୪୮,୦୯୫ ସେସନରେ ୩୯,୦୦,୫୦୫ ହିତାଧିକାରୀଙ୍କୁ ପ୍ରଥମ ଡୋଜ୍ ଏବଂ ୪,୦୦,୪୬୧ ହିତାଧିକାରୀଙ୍କୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯାଇଛି ।

 

Date: 5th April,2021

 

HCWs

 

FLWs

 

45 to <60 years with Co-morbidities

 

Over60years

 

Total Achievement

 

1stDose

 

2ndDose

 

1stDose

 

2nd Dose

 

1stDose

 

2nd Dose

 

1stDose

 

2nd Dose

 

1stDose

 

2ndDose

 

29,819

 

27,117

 

83,159

 

1,28,453

 

23,33,147

 

45,189

 

14,54,380

 

1,99,702

 

39,00,505

 

4,00,461

 

 

 

ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତାରେ ଦେଶରେ ଆଜି ପର୍ଯ୍ୟନ୍ତ ମୋଟ ଟିକାକରଣ ୮.୩୧ କୋଟିକୁ ଅତିକ୍ରମ କରିଯାଇଛି । ଏଥିରୁ ପ୍ରଥମ ଡୋଜ୍ ୭ କୋଟି (୭,୨୨,୭୭,୩୦୯)କୁ ଅତିକ୍ରମ କରିବା ଏକ ମାଇଲଖୁଣ୍ଟ ।

 

ଆଜି ସକାଳ ୭ଟା ସୁଦ୍ଧା ୧୨,୮୩,୮୧୬ ସେସନରେ ମୋଟ ୮,୩୧,୧୦,୯୨୬ ଡୋଜ୍ ଟିକା ଦିଆଯାଇଛି । ଏହା ମଧ୍ୟରେ ଅଛି ୮୯,୬୦,୦୬୧ ଏଚସିଡବ୍ଲୁଙ୍କୁ ପ୍ରଥମ ଡୋଜ୍, ୫୩,୭୧,୧୬୨ ଜଣଙ୍କ ଏଚସିଡବ୍ଲୁଙ୍କୁ ଦ୍ୱିତୀୟ ଡୋଜ୍, ୯୭,୨୮,୭୧୩ ଜଣ ଏଫଏଲଡବ୍ଲୁଙ୍କୁ ପ୍ରଥମ ଡୋଜ୍, ୪୨,୬୪,୬୯ ଜଣ ଏଫଏଲଡବ୍ଲୁଙ୍କୁ ଦ୍ୱିତୀୟ ଡୋଜ୍, ୬୦ ବର୍ଷ ବୟସରୁ ଅଧିକ ବୟସର ୩,୪୧,୦୬,୦୭୧ ଜଣଙ୍କୁ ପ୍ରଥମ ଡୋଜ୍, ୮,୧୨,୨୩୭ ଜଣଙ୍କୁ ଦ୍ୱିତୀୟ ଡୋଜ୍ ଏବଂ ୪୫ ବଷରୁ ଅଧିକ ବୟସର ଦୁରାରୋଗ୍ୟରେ ପୀଡ଼ିତ ୧,୯୪,୮୨,୪୬୪ ଜଣଙ୍କୁ ପ୍ରଥମ ଡୋଜ୍ ଏବଂ ୩,୮୫,୫୨୭ ଜଣଙ୍କୁ ଦ୍ୱିତୀୟ ଡୋଜ୍ ।

 

 

 

HCWs

 

FLWs

 

Over 45 years

 

Over 60 years

 

 

 

Total

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

2nd Dose

 

1st Dose

 

2nd Dose

 

89,60,061

 

53,71,162

 

97,28,713

 

42,64,691

 

1,94,82,464

 

3,85,527

 

3,41,06,071

 

8,12,237

 

8,31,10,926

 

 

 

ନିମ୍ନରେ ଥିବା ଗ୍ରାଫ ଭାରତରେ ହୋଇଥିବା ଟିକାକରଣକୁ ସୂଚାଉଛି ।

 

 

 

ଦେଶରେ ମୋଟ କୋଭିଡ ଟେଷ୍ଟ ୨୫ କୋଟିକୁ ଅତିକ୍ରମ କରିଯାଇଛି । ମୋଟ ପଜିଟିଭିଟି ହାର ଏବେ ୫.୦୭%କୁ ବୃଦ୍ଧି ପାଇଛି ।

 

 

 

ଭାରତରେ ଦୈନିକ କରୋନା ମାମଲା ଏବେ ବୃଦ୍ଧି ପାଇ ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୬,୯୮୨ ନୂଆ ମାମଲା ଚିହ୍ନଟ ହୋଇଛି ।

 

ଆଠଟି ରାଜ୍ୟ; ମହାରାଷ୍ଟ୍ର, ଛତିଶଗଡ଼, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ତାମିଲନାଡ଼ୁ, ଦିଲ୍ଲୀ, ମଧ୍ୟପ୍ରଦେଶ ଏବଂ ଗୁଜରାଟରେ ଦୈନିକ କରୋନା ମାମଲା ବୃଦ୍ଧି ପରିଲକ୍ଷିତ ହୋଇଛି । ନୂଆ ମାମଲା ମଧ୍ୟରୁ ୮୦.୦୪% ଏହି ଆଠଟି ରାଜ୍ୟରୁ ଆସିଛି ।

 

ମହାରାଷ୍ଟ୍ରରେ ଗୋଟିଏ ଦିନରେ ସର୍ବାଧିକ ୪୭,୨୮୮ ମାମଲା ଚିହ୍ନଟ ହୋଇଛି । ଏହା ପଛକୁ ଛତିଶଗଡ଼ରେ ୭୩୦୨ ଏବଂ କର୍ଣ୍ଣାଟକରେ ୫୨୭୯ ମାମଲା ଚିହ୍ନଟ ହୋଇଛି ।

 

 

 

ନିମ୍ନ ଗ୍ରାଫରେ ସୂଚିତ ହୋଇଥିବା ୧୨ଟି ରାଜ୍ୟରେ ଦୈନିକ କରୋନା ମାମଲା ଉପରମୁହାଁ ରହିଛି ।

 

 

 

 

 

 

 

ଭାରତରେ ମୋଟ କରୋନା ସକ୍ରିୟ ମାମଲା ୭,୮୮,୨୨୩ରେ ପହଞ୍ଚିଛି । ଏହା ଏବେ ଦେଶର ମୋଟ ପଜିଟିଭ୍ ମାମଲାର ୬.୨୧% ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ମାମଲାରେ ସିଧାସଳଖ ୪୬,୩୯୩ ବୃଦ୍ଧି ହୋଇଛି ।

 

ଦେଶର ମୋଟ ସକ୍ରିୟ କରୋନା ମାମଲାର ପ୍ରାୟ ୫୭.୪୨% କେବଳ ମହାରାଷ୍ଟ୍ରରେ ରହିଛି ।

 

 

 

ଭାରତରେ ଆଜି ପର୍ଯ୍ୟନ୍ତ ମୋଟ ସୁସ୍ଥଙ୍କ ସଂଖ୍ୟା ୧,୧୭,୩୨,୨୭୯ରେ ପହଞ୍ଚିଛି । ଜାତୀୟ ସୁସ୍ଥତା ହାର ଏବେ ରହିଛି ୯୨.୪୮% ।

 

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦,୧୪୩ ଜଣ ସୁସ୍ଥ ହୋଇଛନ୍ତି ।

 

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୪୬ ଜଣଙ୍କ ମୃତୁ୍ୟ ହୋଇଛି ।

 

ଏହି ମୃତୁ୍ୟ ସଂଖ୍ୟରୁ ୮୦.୯୪% ମୃତୁ୍ୟ କେବଳ ଆଠଟି ରାଜ୍ୟରେ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ ୧୫୫ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ପଞ୍ଜାବରେ ଗୋଟିଏ ଦିନରେ ୭୨ ଜଣଙ୍କ ପ୍ରାଣ ଯାଇଛି ।

 

 

 

ଗତ ୨୪ ଘଣ୍ଟା ମଧ୍ୟରେ ୧୩ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି କରୋନା ମୃତୁ୍ୟ ହୋଇନାହିଁ । ଏସବୁ ରାଜ୍ୟ ହେଲା; ଓଡ଼ିଶା, ଆସାମ, ପୁଡୁଚେରୀ, ଲଦାଖ (କେନ୍ଦ୍ରଶାସିତ ଅଞ୍ଚଳ), ଦାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହାବେଲି, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ଲାକ୍ଷାଦ୍ୱୀପ , ମିଜୋରାମ, ଆଣ୍ଡାମାନ ଓ ନିକୋବ ଦ୍ୱୀପପୁଞ୍ଜ ଏବଂ ଅରୁଣାଚଳ ପ୍ରଦେଶ ।

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech