Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ସୁନ୍ଦରଗଡ଼ ତହସିଲରେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ 

 

 

ଜେ ବି ଏନ, ୦୯/୦୪ /୨୦୨୧, ରାଉରକେଲା : ଦେଶରେ ତଥା ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଲାଗି ଚେଷ୍ଟା ଜାରି ରହିଛି l ତେବେ ଆଜି ସୁନ୍ଦରଗଡ଼ ତହସିଲର ୩ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ପ୍ରଶାସନ ପକ୍ଷରୁ ଏହାକୁ ଦୃଷ୍ଟିରେ ରଖି ଆଜି ତହସିଲ କାର୍ଯ୍ୟାଳୟକୁ ବନ୍ଦ କରିଦିଆଯାଇଛି। ଏ ସମ୍ପର୍କରେ କାର୍ଯ୍ୟାଳୟ ପକ୍ଷରୁ ଏକ ନୋଟିସ ଜାରି ପ୍ରକାଶ କରିଛନ୍ତି ।