ବିଜେବି ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବ୍ରହ୍ମପୁର (ଟୁକୁନା ପ୍ରଧାନ, ୦୯.୧.୨୦୨୩)-: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଅଲାଇଡିହ ସ୍ଥିତ ବକ୍ସି ଜଗବନ୍ଧୁ ବିଦ୍ୟାଧର ବିଦ୍ୟାମନ୍ଦିର ର ପଞ୍ଚମ ତମ ବାର୍ଷିକ ଉତ୍ସବ ମହାଆଡମ୍ବର ସହକାରେ ବିଦ୍ୟାମନ୍ଦିର ପରିସରରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଣପୁର ବ୍ଳକ ବି ଇ ଓ ସନାତନ ଜାଲି, ମୁଖ୍ୟ ବକ୍ତାଭାବେ କେଶପୁର ସ୍ନାତକ ମହାବିଦ୍ୟାଳୟ ର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗୀୟ ଅଧ୍ୟାପକ ବିଷ୍ଣୁ ପ୍ରସାଦ ଦାସ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଏ ବି ଇ ଓ ଲକ୍ଷ୍ମୀଧର ପ୍ରଧାନ, ଆଇନଜୀବୀ ତଥା ପରାମର୍ଶଦାତା ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ମିସନ ଶକ୍ତି ର ମିରାବାଇ ଦେଓ, ଓ ଟି ଭି ଚିଲିକା ପ୍ରତିନିଧି ଶକ୍ତି ପ୍ରସାଦ ମହାପାତ୍ର ପ୍ରମୁଖ ଯୋଗଦେଇ ଥିଲେ । ବିଦ୍ୟାମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ମୁରଲୀଧର ପାଢିଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ଉପସ୍ଥିତ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ବିଦ୍ୟାମନ୍ଦିର ର ସମ୍ପାଦକ ମନୋଜ କୁମାର ମହାନ୍ତି ବାର୍ଷିକ ବିବରଣୀ ପାଠ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ଉପସ୍ଥିତ ଅତିଥିମାନଙ୍କୁ ବିଦ୍ୟାମନ୍ଦିର ର ଗୁରୁଜୀ ଗୁରୁମା ମାନେ ପୁଷ୍ପଗୁଚ୍ଛ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଉପସ୍ଥିତ ଅତିଥିମାନେ ଶିକ୍ଷାର ମୁଲ୍ୟବୋଧ ଓ ବୌଦ୍ଧିକ ଜ୍ଞାନର ବିକାଶ ବିଷୟରେ ନିଜ ନିଜର ବକ୍ତବ୍ୟରେ କହିଥିଲେ । ଛାତ୍ରଛାତ୍ରୀମାନେ ଦେଶର ଭବିଷ୍ୟତ ସେମାନେ କିପରି ଜଣେ ଜଣେ ସୁନାଗରିକ ହୋଇପାରିବେ ସେ ନେଇ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ । ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ରେ ଅଂଶଗ୍ରହଣ କରି କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଉପସ୍ଥିତ ଅତିଥିମାନଙ୍କ ଦ୍ଵାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା । ବିଦ୍ୟାମନ୍ଦିରର ସଭାପତି ତପନ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ବିଦ୍ୟାମନ୍ଦିର ର ସମସ୍ତ ଗୁରୁମା, ଗୁରୁଜୀ, ଅଭିଭାବକ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ ।

2 Comments
Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me?
Thanks for sharing. I read many of your blog posts, cool, your blog is very good.
Your comment is awaiting moderation.

Your point of view caught my eye and was very interesting. Thanks. I have a question for you.
Your comment is awaiting moderation.
I don’t think the title of your article matches the content lol. Just kidding, mainly because I had some doubts after reading the article.
Your comment is awaiting moderation.
Can you be more specific about the content of your article? After reading it, I still have some doubts. Hope you can help me.

Thank you for your sharing. I am worried that I lack creative ideas. It is your article that makes me full of hope. Thank you. But, I have a question, can you help me? https://accounts.binance.com/ar-BH/register-person?ref=V2H9AFPY