ମୋ କଲେଜ ଅଭିଯାନର ଜିଲ୍ଲାସ୍ତରୀୟ ସମ୍ମିଳନୀ

ମୋ କଲେଜ ଅଭିଯାନର ଜିଲ୍ଲାସ୍ତରୀୟ ସମ୍ମିଳନୀ

ମୋ କଲେଜ ଏକ ଅଭିଯାନ ନୁହେଁ , ଏକ ଆବେଗ । ଏହି ପରିକଳ୍ପନାକୁ ସାକାର କରିବା ପାଇଁ ଓଡିଶା ସରକାର ୨୦୨୧ ମସିହାଠାରୁ ” ମୋ କଲେଜ ଅଭିଯାନ ” ର ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ୨୦୨୩ ମସିହା ପାଇଁ ଢେଙ୍କାନାଳ ଜିଲ୍ଲାରେ ମୋ କଲେଜ ଅଭିଯାନର ପ୍ରଥମ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଅଡିଟୋରିୟମ୍ ଠାରେ ତା.୧୩.୦୧.୨୦୨୩ ରିଖ ଅପରାହ୍ନ ୪ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଅଛି । ଏହି ସଭାରେ ସଭାପତିତ୍ବ କରି ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ରଂଜିତ କୁମାର ପ୍ରଧାନ ମଞ୍ଚାସୀନ ଅତିଥିଙ୍କୁ ସ୍ବାଗତ କରିବା ସହିତ ପୁରାତନ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ସଂପୃକ୍ତି , ସଂଯୋଗ ଓ ସହଯୋଗ ବଳରେ ଏ ଅନୁଷ୍ଠାନର ଭିତ୍ତିଭୂମି ଓ ସାମଗ୍ରିକ ପରିବେଶକୁ ଅଧିକ ବିକଶିତ ଓ ସମୟୋପଯୋଗୀ କରିବା ପାଇଁ ଆଗେଇ ଆସିବାକୁ ବିନମ୍ର ଅନୁରୋଧ କରିଥିଲେ । ଉକ୍ତ ସଭାରେ ” ମୋ କଲେଜ ଅଭିଯାନ ” ପରିଚାଳନା ସଂଗଠନର ଅଧ୍ୟକ୍ଷ ଶ୍ରୀଯୁକ୍ତ ଆକାଶ ଦାସ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସରକାରଙ୍କ ଏହି ଅଭିନବ ଅଭିଯାନର ବିଶେଷତ୍ବ ଓ ଆଭିମୁଖ୍ୟ ସଂପର୍କରେ ପି.ପି.ଟି. ପ୍ରେଜେଣ୍ଟେସନ୍ ମାଧ୍ୟମରେ ବିଶଦ ଆଲୋଚନା କରିବା ସହିତ ଉପସ୍ଥିତ ଉତ୍ସାହୀ ପୁରାତନ ଛାତ୍ରଛାତ୍ରୀଙ୍କୁ ନିଜର ପ୍ରିୟ ଶିକ୍ଷାନୁଷ୍ଠାନର ବିକାଶ ପର୍ବରେ ସାମିଲ୍ ହେବାକୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟର ପୁରାତନ ଛାତ୍ରସଂଘ ସଭାପତି ମେଜର ଡ . ଅଭୟ କୁମାର ପଣ୍ଡା ଓ ସଂପାଦକ ଶ୍ରୀଯୁକ୍ତ ବିଶ୍ବନାଥ ବେହେରା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ସରକାରଙ୍କ ଏହି ପରିକଳ୍ପନା ଓ ପ୍ରକଳ୍ପକୁ ପ୍ରଶଂସା କରିବା ସହିତ ମହାବିଦ୍ୟାଳୟର ସମସ୍ତ ଉନ୍ନତିମୂଳକ କାର୍ଯ୍ୟରେ ସହଯୋଗ ନିମନ୍ତେ ଅଧିକ ସଂଖ୍ୟାରେ ପୁରାତନ ବନ୍ଧୁମାନଙ୍କୁ ଏ ଅନୁଷ୍ଠାନ ସହିତ ଯୋଡିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । “ ମୋ କଲେଜ ଅଭିଯାନ ” ର ସଂଯୋଜକ ଡ . ଦେବାଶିଷ ମହାନ୍ତି ଅତିଥିମାନଙ୍କ ପରିଚୟ ପ୍ରଦାନ ସହିତ ” ମୋ କଲେଜ ଅଭିଯାନ ” ର ଆଭିମୁଖ୍ୟ ସଂପର୍କରେ ବକ୍ତବ୍ୟ ରଖି ଏ ଅଭିଯାନ ଉକ୍ତ ମହାବିଦ୍ୟାଳୟରେ କ୍ରିୟାଶୀଳ ଅଛି ବୋଲି ମତ ରଖିଥିଲେ । “ ଜଏ ଅଫ୍ ଗିଭିଙ୍ଗ୍ ” କୁ ଭିତ୍ତିକରି ଏ ଅନୁଷ୍ଠାନର ପୁରାତନ ଛାତ୍ରୀ ତଥା ବାଣିଜ୍ୟ ବିଭାଗର ସହକାରୀ ପ୍ରଫେସର ଡ . ସୋମ୍ୟା ନନ୍ଦ ଏକ ଆବେଗପୂର୍ଣ ଅଭିଭାଷଣ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ୨୧ଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ମୋ କଲେଜ ଅଭିଯାନର ସଂଯୋଜକ , ମହାବିଦ୍ୟାଳୟର ବହୁ ପୁରାତନ ଛାତ୍ରଛାତ୍ରୀ , ହିତୈଷୀ , ଶୁଭାକାଂକ୍ଷୀ , ଗଣ ମାଧ୍ୟମର ପ୍ରତିନିଧି , ମହାବିଦ୍ୟାଳୟର ଅଧ୍ୟାପକ , ଅଧ୍ୟାପିକା , ଛାତ୍ରଛାତ୍ରୀ , କର୍ମଚାରୀ ଓ ଅନ୍ୟାନ୍ୟ ସଜ୍ଜନମଣ୍ଡଳୀ ଯୋଗ ଦେଇ ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏହି ସଭାରେ ଡ . ସୋମ୍ୟ ନନ୍ଦ ମଞ୍ଚ ପରିଚାଳନା କରିଥିବା ବେଳେ ତ , ମଞ୍ଜୁଳିକା ନାୟକ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ଓ ପୁରାତନ ଛାତ୍ର ତଥା ଅଧ୍ୟାପକ ଡ . ସମ୍ବିତ୍ କୁମାର ସାହୁ ମହାବିଦ୍ୟାଳୟର ପୁରାତନ ଛାତ୍ରସଂଘ ସହ ସମନ୍ବୟ ରକ୍ଷା କରିଥିଲେ । ଶେଷରେ ମୋ କଲେଜ ଅଭିଯାନର ସଂଯୋଜକ ଡ . ଦେବାଶିଷ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech