ଓଡ଼ିଶା ସମେତ ଦେଶର ବିଭିନ୍ନ ପ୍ରାନ୍ତରେ ଆଇକନିକ ସପ୍ତାହ ପାଳନ କରିବ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବା ଏବଂ ଭାରତର ନାଗରିକ, ସଂସ୍କୃତି ଓ ସଫଳତାର ସମୃଦ୍ଧଶାଳୀ ଇତିହାସର ସ୍ମୃତିଚାରଣ କରିବା ଲାଗି ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବା ଏବଂ ଭାରତର ନାଗରିକ, ସଂସ୍କୃତି ଓ ସଫଳତାର ସମୃଦ୍ଧଶାଳୀ ଇତିହାସର ସ୍ମୃତିଚାରଣ କରିବା ଲାଗି ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଦେଇଥିବା ଅଭିଭାଷଣରେ ନିଜ ଐତିହ୍ୟ ଓ ପରମ୍ପରାକୁ ନେଇ ଗର୍ବ ଅନୁଭବ କରିବା ଲାଗି ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ଆହ୍ବାନ କରିଥିଲେ । ଭାରତର ସମୃଦ୍ଧ ଏବଂ ଗୌରବଶାଳୀ ଇତିହାସ ରହିଛି, ଯେଉଁଥିରେ ଅଭୂତପୂର୍ବ ସାହସ, ବୀରତ୍ୱ, ବଳିଦାନ, ତପସ୍ୟା, ଯୁଦ୍ଧ ଏବଂ ବିଜୟୀ ନାୟକମାନଙ୍କର କାହାଣୀ ପରିପୂର୍ଣ୍ଣ ହୋଇଛି । ମା’ ଭାରତୀର ସେପରି ଜଣେ ମହାନ ସୁପୁତ୍ର ଥିଲେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଯାହାଙ୍କର ସ୍ୱାଧୀନତା ଆନ୍ଦୋଳନରେ ଅମୂଲ୍ୟ ଯୋଗଦାନ ରହିଥିଲା ଏବଂ ସେ ଅନେକ ପିଢ଼ିର ଭାରତୀୟଙ୍କୁ ଅନୁପ୍ରାଣିତ କରିବା ସହିତ ଦେଶବାସୀଙ୍କ ମନରେ ଗୌରବର ଭାବନା ସୃଷ୍ଟି କରିଥିଲା ।

ଭାରତ ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ପାଳନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅମୃତ ମହୋତ୍ସବ ଆଇକନିକ କାର୍ଯ୍ୟକ୍ରମ ସପ୍ତାହ ୧୭ରୁ ୨୩ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ପାଳନ କରାଯିବ । ସ୍ୱାଧୀନତା ଆନ୍ଦୋଳନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଯୋଗଦାନ ଏବଂ ତାଙ୍କ ଜୀବନୀ ଉପରେ ଆଧାରିତ ବିଭିନ୍ନ କାର୍ଯ୍ୟକ୍ରମ ଏହି ଅବସରରେ ଆୟୋଜନ କରାଯିବ । ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା। ୨୩ ଜାନୁଆରୀ ୨୦୨୩ରେ ଆଣ୍ଡାମାନ ନିକୋବାର ଦ୍ୱୀପ ସମୂହର ପୋର୍ଟବ୍ଲେୟାର ଠାରେ ଆୟୋଜିତ ହେବାକୁ ଥିବା ଭବ୍ୟ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।

କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ଏବଂ କେନ୍ଦ୍ରୀ ପୁଲିସ ସଂଗଠନ ସମେତ ଆଣ୍ଡାମାନ ଓ ନିକୋବାର ଦ୍ୱୀପସମୂହ, ମଣିପୁର, ନାଗାଲାଣ୍ଡ, ଗୁଜରାଟ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ରାଜ୍ୟ ସରକାରଙ୍କ ସହଯୋଗରେ ବିଭିନ୍ନ ସ୍ଥାନରେ ନେତାଜୀଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏସବୁ ସ୍ଥାନ ନେତାଜୀଙ୍କ ଜୀବନ ଓ କାର୍ଯ୍ୟ ସହ ଜଡ଼ିତ । ଜାନୁଆରୀ ୧୭ ତାରିଖରେ ମଣିପୁରର ମନ୍ତ୍ରୀପୁଖରୀ, କେଥାଲମାନବୀ, କାଙ୍ଗୱାଇ, ମୋଇରାଙ୍ଗ ଏବଂ ନାମ୍ବେଲରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜାନୁଆରୀ ୧୮ ତାରିଖରେ ନାଗାଲାଣ୍ଡ କୋହିମାସ୍ଥିତ ରୁଜାଝୋ ଏବଂ ଚେସେଜୁ ଗ୍ରାମରେ, ଜାନୁଆରୀ ୧୯ ତାରିଖରେ ଗୁଜରାଟର ହରିପୁରା, ବର୍ଦୋଲି ଏବଂ ସୁରତ ଠାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଓଡ଼ିଶାର କଟକ ଠାରେ ଜାନୁଆରୀ ୨୦ ତାରିଖରେ ଏବଂ ଜାନୁଆରୀ ୨୧ ତାରିଖରେ କୋଲକାତା ଠାରେ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଆଇକନିକ ସପ୍ତାହ ଅବସରରେ ଏସବୁ ସ୍ଥାନରେ ଭାରତର ସ୍ୱାଧୀନତାରେ ନେତାଜୀଙ୍କର ଅମୂଲ୍ୟ ଯୋଗଦାନକୁ ଆଧାର କରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଇଛି।

ଜନଭାଗିଦାରୀ ଭାବନାକୁ ନେଇ ଏସବୁ କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ଜନସାଧାରଣଙ୍କୁ ସାମିଲ କରାଯିବ, ଯାହାଫଳରେ ଦେଶର ନାଗରିକମାନେ ଆମର ଜାତୀୟ ନାୟକଙ୍କ ଠାରୁ ପ୍ରେରଣା ଲାଭ କରିପାରିବେ ଏବଂ ସେମାନଙ୍କ ଆଦର୍ଶକୁ ଅନୁସରଣ କରିବେ।

ଆଣ୍ଡାମାନ ଓ ନିକୋବାର ଦ୍ୱୀପସମୂହରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଭାରତ ସ୍ୱାଧୀନତା ଲାଭ କରିବାର ଯଥେଷ୍ଟ ପୂର୍ବରୁ ୩୧.୧୨.୧୯୪୩ରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ପ୍ରଥମ ଥର ପାଇଁ ଏହି ସ୍ଥାନରେ ତ୍ରିରଙ୍ଗା ପତାକା ଉଡ଼ାଇଥିଲେ।

ଭାରତର ସ୍ୱାଧୀନତା ଆନ୍ଦୋଳନରେ ନେତାଜୀଙ୍କ ଯୋଗଦାନ ଏବଂ ତାଙ୍କ ଜୀବନୀର ସ୍ମୃତିଚାରଣ କରିବା ଉଦ୍ଦେଶ୍ୟରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଇକନିକ ସପ୍ତାହ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହା ତାଙ୍କର ଉଚ୍ଚ ବିଚାରକୁ ସ୍ମରଣ କରିବା ଏବଂ ଆମର ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀରୁ ପ୍ରେରଣା ଲାଭ କରିବା ଲାଗି ସବୁ ଦେଶବାସୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech