୨୬ତମ ଜାତୀୟ ଯୁବ ମହୋତ୍ସବର ଉଦଯାପନୀ ସମାରୋହକୁ ସମ୍ବୋଧିତ କରିଛନ୍ତି ଶ୍ରୀ ଅନୁରାଗ ଠାକୁର

ଜାତୀୟ ଯୁବ ମହୋତ୍ସବ ଏକତା ଏବଂ ଅଖଣ୍ଡତାର ପ୍ରତୀକ ଅଟେ କାରଣ ଏହା ଭାରତର ଏକ ପ୍ରତିବିମ୍ବ ସୃଷ୍ଟି କରେ: ଶ୍ରୀ ଅନୁରାଗ ଠାକୁର

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ତଥା ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର ଆଜି କର୍ଣ୍ଣାଟକର ଧରୱାଡ ଠାରେ ଅନୁଷ୍ଠିତ ୨୬ତମ ଜାତୀୟ ଯୁବ ମହୋତ୍ସବର ଉଦଯାପନୀ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ପାଞ୍ଚ ଦିନିଆ କାର୍ଯ୍ୟକ୍ରମକୁ ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଥିଲେ ।

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ତଥା ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁର ଯୁବକମାନଙ୍କୁ ୱାଇ-୨୦ ଆଲୋଚନା ଏବଂ ୱାଇ-୨୦ ପଦଯାତ୍ରାରେ ଯୋଗଦେବାକୁ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ଜି -୨୦ ନେତାଙ୍କ ପାଇଁ ଦସ୍ତାବିଜ ପ୍ରସ୍ତୁତ କରିବାକୁ ଆମନ୍ତ୍ରଣ କରିଥିଲେ ।

ଏକ ସ୍ୱଚ୍ଛ, ସୁନ୍ଦର, ସଶକ୍ତ ରାଷ୍ଟ୍ର ଗଠନ ପାଇଁ ସରକାରୀ ଉଦ୍ୟମରେ ସକ୍ରିୟ ଭାବେ ଯୋଗଦେବାକୁ ମନ୍ତ୍ରୀ ଯୁବ ପୀଢିଙ୍କୁ ଅନୁରୋଧ କରିଥିଲେ । ନରେନ୍ଦ୍ର ମୋଦୀ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିଭିନ୍ନ ଯୁବ କଲ୍ୟାଣମୂଳକ ପଦକ୍ଷେପକୁ ବର୍ଣ୍ଣନା କରି ଶ୍ରୀ ଅନୁରାଗ ସିଂହ ଠାକୁର କହିଛନ୍ତି ଯେ ଏହି ପଦକ୍ଷେପଗୁଡିକ ରାଷ୍ଟ୍ର ର୍ନିମାଣରେ ଫଳପ୍ରଦ ଭାବରେ ବ୍ୟବହାର କରାଯିବା ଉଚିତ୍‍ ।

ଜାତୀୟ ଯୁବ ମହୋତ୍ସବର ସଫଳତାକୁ ନେଇ ସେ ଖୁସି ବ୍ୟକ୍ତ କରିଥିଲେ ଯାହା ହୁବଲି-ଧରୱାଡରେ ସବୁଜ ମହୋତ୍ସବ ଭାବରେ ପାଳନ କରାଯାଇଥିଲା । ଏକ ସ୍ୱଚ୍ଛ ଭାରତ ଗଠନ ପାଇଁ ଜୀବନରେ ବର୍ଜ୍ୟ ହ୍ରାସ ପଦକ୍ଷେପ ଗୁଡ଼ିକର ଆବଶ୍ୟକତା ଉପରେ ମନ୍ତ୍ରୀ ଆଲୋକପାତ କରିଥିଲେ। ଏହି ପରିପ୍ରେକ୍ଷୀରେ ଯୁବକମାନଙ୍କୁ ସଙ୍କଳ୍ପ ନେବାକୁ ସେ ଆହ୍ୱାନ ଦେଇଛନ୍ତି ।

ଶ୍ରୀ ଅନୁରାଗ ସିଂହ ଠାକୁର କହିଛନ୍ତି ଯେ ଜାତୀୟ ଯୁବ ମହୋତ୍ସବ ଏକତା ଏବଂ ଅଖଣ୍ଡତାର ପ୍ରତୀକ ଅଟେ କାରଣ ଏହା ପ୍ରକୃତରେ ଭାରତର ଏକ ପ୍ରତିବିମ୍ବ ସୃଷ୍ଟି କରେ। ମନ୍ତ୍ରୀ ଯୁବ ପ୍ରତିନିଧୀମାନଙ୍କୁ ଯୁବ ଉତ୍ସବରୁ ନେଇଥିବା ବାର୍ତ୍ତାକୁ ଅନ୍ୟମାନଙ୍କ ସହ ସେୟାର କରିବାକୁ କହିଥିଲେ ।ସେ କହିଛନ୍ତି ଯେ ଦେଶ ପ୍ରାୟ ସମସ୍ତ କ୍ଷେତ୍ରରେ ଅଭୂତପୂର୍ବ ଅଭିବୃଦ୍ଧି ଏବଂ ଅଗ୍ରଗତି ହାସଲ କରିଛି । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ ଏବଂ ଅବଦାନ ପାଇଁ ୧୯ ଜଣ ବ୍ୟକ୍ତି ଏବଂ ଛଅ ଟି ସଂଗଠନକୁ ୨୦୧୯-୨୦ର ଜାତୀୟ ଯୁବ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି ଅବସରରେ କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାୱରଚନ୍ଦ ଗେହଲଟ୍, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ବାସବରାଜ ବୋମାଇ, କେନ୍ଦ୍ର କୋଇଲା ଓ ଖଣି ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଯୋଶୀ, ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ନିର୍ବାଚିତ ପ୍ରତିନିଧି ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। 

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech