ବିଶ୍ଵ କପ ହକି ଉପଲକ୍ଷେ ଢେଙ୍କାନାଳ ମିନି ମହୋତ୍ସବ ଏବଂ ପଲିଶ୍ରୀ ମେଳା ଅନୁଷ୍ଠିତ ହେବ

ବିଶ୍ଵ କପ ହକି ଉପଲକ୍ଷେ ଢେଙ୍କାନାଳ ମିନି ମହୋତ୍ସବ ଏବଂ ପଲିଶ୍ରୀ ମେଳା ଅନୁଷ୍ଠିତ ହେବ

ଢେଙ୍କାନାଳ ତା , ୧୬ /୦୧/୨୦୨୩ – ବିଶ୍ବ କପ ହକି ଉପଲକ୍ଷେ ଆସନ୍ତା ଜାନୁୟାରୀ ୨୭ , ୨୮ ଏବଂ ୨୯ ତାରିଖ ୩ ଦିନ ବ୍ୟାପୀ ଢେଙ୍କାନାଳ ମିନି ମହୋତ୍ସବ ଏବଂ ପଲିଶ୍ରୀ ମେଳା ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ମିନି ମହୋତ୍ସବ ଓ ପଲିଶ୍ରୀ ମେଳାକୁ ସରସ ସୁନ୍ଦର କରିବା ପାଇଁ ସେ ସମସ୍ତ ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହଯୋଗ କାମନା କରିଛନ୍ତି । ଢେଙ୍କାନାଳ ମିନି ମହୋତ୍ସବ ଏବଂ ପଲିଶ୍ରୀ ମେଳାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର ପ୍ରକାଶ କରିଛନ୍ତି । ଜନସାଧାରଣଙ୍କ ଗମନାଗମନ କୁ ଦୃଷ୍ଟିରେ ରଖୁ ଯାନବାହାନ ନିୟନ୍ତ୍ରଣ ଓ ଗାଡି ପାକିଂ କୁ ବ୍ୟବସ୍ଥିତ କରାଯିବ , ଏଥ୍‌ନିମନ୍ତେ ସେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ମହୋତ୍ସବ ଉପଲକ୍ଷେ ମିନି ଷ୍ଟାଡିୟମ ଠାରେ ଜିଲ୍ଲା ତଥା ରାଜ୍ୟର ସାଂସ୍କୃତିକ ଅନୁଷ୍ଠାନମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ଏହି ମେଳାରେ ଢେଙ୍କାନାଳ ଏବଂ ଅନ୍ୟ ଜିଲ୍ଲାର ସ୍ଵୟଂ ସହାୟକ ଗୋଷ୍ଠୀ ଏବଂ ବିଭିନ୍ନ ପ୍ରମୁଖ ବିଭାଗ ପକ୍ଷରୁ ପ୍ରାୟ ୬୦ ଗୋଟି ଷ୍ଟଲ ଖୋଲାଯିବା ସହିତ ଫୁଡ ଷ୍ଟଲ ମଧ୍ୟ ଖୋଲାଯିବ । ମହୋତ୍ସବ ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ଅର୍ଜନ କରିଥିବା ଜିଲ୍ଲାର ପ୍ରତିଭାବନ ବ୍ୟକ୍ତିତ୍ଵ ଙ୍କୁ ସମ୍ମାନିତ କରାଯିବା ସହିତ ରାଜ୍ୟ ତଥା ଜାତୀୟ ସ୍ତରରେ କ୍ରୀଡା ଓ କଳା – ସଂସ୍କୃତି କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତିତ୍ବ ଙ୍କୁ ସମ୍ମାନିତ କରାଯିବ । ଏଥୁପାଇଁ ଆସନ୍ତା ୨୨ ତାରିଖ ସୁଦ୍ଧା ଜିଲ୍ଲାର ଉଦୀୟମାନ କ୍ରୀଡାବିତ ମାନେ ଜିଲ୍ଲା କ୍ରୀଡା ଅଧିକାରୀଙ୍କ ନିକଟରେ ଏବଂ କଳା – ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ବ୍ୟକ୍ତିତ୍ଵ ମାନେ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ନିକଟରେ ଆବେଦନ କରିବାକୁ ଜଣାଇ ଦିଆଯାଉଛି । ଢେଙ୍କାନାଳ ମିନି ମହୋତ୍ସବ ଏବଂ ପଲିଶ୍ରୀ ମେଳା ଉପଲକ୍ଷେ ଏକ ସ୍ମରଣିକା ପ୍ରକାଶ ପାଇବ । ଉତ୍ସବ ପାଳନକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ସ୍ଥାନୀୟ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀ ମାନଙ୍କର ସହଯୋଗ ନିଆଯିବ । ବୈଠକ ପ୍ରାରମ୍ଭରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ପ୍ରିୟମ୍ବଦା ବେହେରା ମିନି ମହୋତ୍ସବ ଏବଂ ପଲିଶ୍ରୀ ମେଳା ଆୟୋଜନ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ( ସାଧାରଣ ) , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ( ରାଜସ୍ଵ ) , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା . ଅଶୋକ କୁମାର ଦାଶଙ୍କ ସମେତ ବିଭାଗୀୟ ଅଧିକାରୀ , ମାନ୍ୟଗଣ୍ୟ ବ୍ୟକ୍ତି , ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ରହି ଆଲୋଚନା କରିଥିଲେ । ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ଶ୍ରୀ ତନ୍ମୟ କୁମାର ଦରୱାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech