ସହକାରୀ ଶିକ୍ଷକଙ୍କ ବଦଳି ବାତିଲ ପାଇଁ ବିଧାୟକଙ୍କ ପାଖରେ ଗୁହାରୀ

ସହକାରୀ ଶିକ୍ଷକଙ୍କ ବଦଳି ବାତିଲ ପାଇଁ ବିଧାୟକଙ୍କ ପାଖରେ ଗୁହାରୀ

ଢେଙ୍କାନାଳ , ତା.୧୮.୦୧.୨୦୨୩- ସଦର ବ୍ଲକ୍ ଅନ୍ତର୍ଗତ ନଡିଆଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଜୟକୃଷ୍ଣ ସେନାପତିଙ୍କ ପଦଳି ବାତିଲ୍ ଓ ସ୍କୁଲ୍‌ର ବିଭିନ୍ନ ସମସ୍ୟା ବିଷୟରେ ଅଦ୍ୟ ନଡିଆଳୀ ଗ୍ରାମବାସୀ ତଥା ଅଭିଭାବକମାନେ ଢେଙ୍କାନାଳ ବିଧାୟକଙ୍କୁ ଅବଗତ କରାଇଛନ୍ତି । ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି କି , ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ଚିଠି ନଂ – ୩୯୧ , ତା.୧୬.୦୧.୨୦୨୩ ରିଖ ଅନୁଯାୟୀ ବିଦ୍ୟାଳୟର ସହକାରୀ ଶିକ୍ଷକ ଜୟକୃଷ୍ଣ ସେନାପତିଙ୍କର କାମଧେନୁକୋଟ ଉ.ପ୍ରା . ବିଦ୍ୟାଳୟକୁ ଉଦ୍ଦେଶ୍ୟମୂଳକ ଭାବେ ବଦଳି କରାଯାଇଥିବାରୁ ଅଭିଭାବକମାନଙ୍କୁ ବ୍ୟଥ୍ତ କରିଛି । ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଗୀତାଞ୍ଜଳି ତ୍ରିପାଠୀ ବିଦ୍ୟାଳୟରେ ଯୋଗଦେବା ଦିନ ଠାରୁ ବର୍ତମାନ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ଅନୁଦାନରେ ଅନୀୟମିତତା ଓ ପିଲାଙ୍କର ମଧ୍ୟାହ୍ନ ଭୋଜନ ଖାଦ୍ୟକୁ ହଡପ କରି ଚାରିପାଂଚ ମାସ ମଧ୍ୟରେ ଚାରିଥର ପ୍ରାୟ ୮ ବସ୍ତା ଚାଉଳ ଏବଂ ଗତ ତା୦୪.୦୧.୨୦୨୩ରିଖ ଦିନ ଏକକାଳୀନ ୬ବସ୍ତା ଚାଉଳ ଗ୍ରାମର ବ୍ୟବସାୟୀ ବିଜୟ କୁମାର ସାହୁ , ପିତା କୈଳାସ ଚନ୍ଦ୍ର ସାହୁଙ୍କୁ ବିକ୍ରି କରିଛନ୍ତି । ଏହାର ଫଟୋ କପି ସି.ଆର୍.ସି.ସି.ଙ୍କ ମାଧ୍ୟମରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏଥିରେ ଉତ୍‌କ୍ଷୀପ୍ତ ହୋଇ ପ୍ରଧାନ ଶିକ୍ଷୟିତ୍ରୀ ଉକ୍ତ ଚାଉଳ ବିକ୍ରିରେ ସହଯୋଗ କରିଥିବା ଦୁଇଜଣ ଏସ୍.ଏମ୍.ସି. ସଭ୍ୟ ସହ ମିଶି ଷଡଯନ୍ତ୍ର କରି ବିଦ୍ୟାଳୟର କର୍ତବ୍ୟନିଷ୍ଠ ସହକାରୀ ଶିକ୍ଷକ ଜୟକୃଷ୍ଣ ସେନାପତିଙ୍କ ବିରୋଧରେ ଗୋଷ୍ଠୀ ଶିକ୍ଷା ଅଧିକାରୀ , ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳଙ୍କ ନିକଟରେ ମଥାରୋପ କରି ବିନା ତଦନ୍ତରେ ବଦଳି କରିଛନ୍ତି । ଯାହାକି ଅଭିଭାବକ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଆହୁରି ମଧ୍ୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି କି , ପ୍ରଧାନଶିକ୍ଷୟିତ୍ରୀ ପିଲାମାନଙ୍କୁ ନିମ୍ନମାନର ଖାଦ୍ୟ ସହ ନିମ୍ନମାନର ଅଣ୍ଡା ମଧ୍ୟାହ୍ନ ଭୋଜନରେ ଦେଉଛନ୍ତି , ଫଳରେ ପ୍ରତିଦିନ ୨୦ ରୁ ୨୫ ଜଣ ମଧ୍ୟାହ୍ନ ଭୋଜନ ନଖାଇ ଘରୁ ଟିଫିନ୍ ନେଉଛନ୍ତି । ବିଦ୍ୟାଳୟର ଅନୁଦାନର ସଠିକ୍‌ ବିନିଯୋଗ ନକରି ନିଜ ଇଚ୍ଛା ଅନୁସାରେ ଏସ୍.ଏମ୍.ସି. ଚେୟାରମ୍ୟାନ୍ ବିନା ଦସ୍ତଖତରେ ଟଙ୍କା ଖର୍ଚ୍ଚ କରୁଛନ୍ତି । ଏ ବିଷୟରେ ବାରମ୍ବାର ଗୋଷ୍ଠୀ ଶିକ୍ଷା ଅଧିକାରୀ , ଜିଲ୍ଲା ଶିକ୍ଷାଧିକାରୀ ଏବଂ ଜିଲ୍ଲାପାଳଙ୍କ ନିକଟରେ କମିଟି ଓ ଗ୍ରାମବାସୀ ଅଭିଯୋଗ କରି ଆସୁଥ୍ଲେ ମଧ୍ୟ ପ୍ରଧାନଶିକ୍ଷୟିତ୍ରୀଙ୍କ ଉପରେ କୌଣସି ପ୍ରଭାବ ପଡିନାହିଁ । ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ପାଇଁ ଉକ୍ତ ସ୍କୁଲ୍‌ର ପ୍ରଧାନଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରିବା ସହିତ ସହକାରୀ ଶିକ୍ଷକ ଶ୍ରୀ ସେନାପତିଙ୍କ ବଦଳି ବାତିଲ୍‌ କରି ପୁନଃ ନିଯୁକ୍ତି କଲେ ପିଲାମାନଙ୍କର ଶୈକ୍ଷିକ ଉନ୍ନତି ହେବ ଓ ବିଦ୍ୟାଳୟ ସଠିକ୍ ପରିଚାଳନା ହୋଇପାରିବ । ଅଭିଯୋଗ ସମୟରେ ଭଜମନ ବେହେରା , ସହଦେବ ସାହୁ , ବୀରବର ସାହୁ , ସୁରେଶ ରାଉତ , ଟଙ୍କଧର ବେହେରା , ଗଣେଶ ବେହେରା , ନିର୍ମଳ ସାହୁ , ନିରଞ୍ଜନ ସାହୁ , ସଚି ବାରିକ , ଅଶାନ୍ତି ସାହୁ , ପ୍ରଭାତ କୁମାର ସାଠୁଆ , ନିରଞ୍ଜନ ବାରିକଙ୍କ ପ୍ରମୁଖ ବହୁ ଗ୍ରାମବାସୀ ଓ ଅଭିଭାବକମାନେ ଉପସ୍ଥିତ ରହି ବିଧାୟକଙ୍କୁ ଗୁହାରୀ ଜଣାଇଛନ୍ତି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech