ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍ଘାଟିତ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜି ଜନତା ମଇଦାନରେ ଉଦ୍ଘଟିତ ହୋଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାରିଗର ଓ ବୁଣାକାରମାନଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ଭକୁ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ . ଅରବିନ୍ଦ କୁମାର ପାଢ଼ୀ ପାଠ କରିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଥିଲେ ଯେ ‘‘ ଓଡ଼ିଶା କଳାର ରାଜ୍ୟ । କଳାଭୂମି । ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତ ଦେଶବିଦେଶରେ ଗୌରବ ବଢ଼ାଇଛି । ଆମର କାରିଗରମାନଙ୍କ ପାଇଁ ସମ୍ମାନ ଆଣିଛି । ଏ ମାଟିର କାରିଗରମାନଙ୍କ ଦକ୍ଷତାର ତୁଳନା ନାହିଁ । ମୁଁ ବହୁତ ଖୁସି ଯେ ଆମର ୪୭ ଜଣ ଶିଳ୍ପୀଙ୍କୁ କ୍ରାଫ୍ଟ ଆୱାର୍ଡରେ ସମ୍ମାନିତ କରାଗଲା । ଓଡ଼ିଶାର କଳା ଓ ସଂସ୍କୃତି କ୍ଷେତ୍ରରେ ସେମାନଙ୍କର ମହତ୍ତ୍ଵପୂର୍ଣ୍ଣ ଅବଦାନ ପାଇଁ ୩ ଜଣ ବିଶିଷ୍ଟ ଶିଳ୍ପୀ ପଦ୍ମ ବିଭୂଷଣ ଶ୍ରୀ ସୁଦର୍ଶନ ସାହୁ , ଦେବେନ୍ଦ୍ର ମିଶ୍ର ଓ ବେଣୁଧର ମହାପାତ୍ରଙ୍କୁ ଲାଇଫ୍ ଟାଇମ୍ ଏଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଗଲା । ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାଧରମାନଙ୍କୁ ବିଶେଷ ଅଭିନନ୍ଦନ ଜ୍ଞାପନ କରିଥିଲେ । ଆଜି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ସାରା ଦେଶର ବିଭିନ୍ନ ରାଜ୍ୟର କାରିଗରମାନେ ଯୋଗଦେଇଛନ୍ତି । ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଜଗନ୍ନାଥଙ୍କ ପବିତ୍ର ଭୂମ ଓଡ଼ିଶାକୁ ସ୍ଵାଗତ କରିଥିଲେ ।

ଉଦ୍‌ଘାଟନୀ ସଭାରେ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରିତା ସାହୁ , ବିଜ୍ଞାନ ଓ କାରିଗରୀ , ସାଧାରଣ ଉଦ୍ୟୋଗ , ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀଅଶୋକ ଚନ୍ଦ୍ର ପଣ୍ଡା , ଭୁବନେଶ୍ଵର ( ଉତ୍ତର ) ବିଧାୟକ ସୁଶାନ୍ତ କୁମାର ରାଉତ , ଭୁବନେଶ୍ଵର ( ମଧ୍ୟ ) ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ . ଅରବିନ୍ଦ କୁମାର ପାଢ଼ୀ ଓ ଅନ୍ୟ ବରିଷ୍ଠ ପଦାଧୂକାରୀମାନେ ଉପସ୍ଥିତ ଥିଲେ ।ଏହି ଉତ୍ସବରେ ପ୍ରମୁଖ ଶାସନ ସଚିବ ଡ . ପାଢ଼ୀ ସ୍ଵାଗତ ଭାଷଣ ଦେଇ କହିଲେ ଯେ ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ବୁଣାକାର ଓ କାରିଗରମାନଙ୍କୁ ସମୃଦ୍ଧ କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ବିଭାଗ ପକ୍ଷରୁ ବରିଷ୍ଠ କାରିଗରମାନଙ୍କ ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି । ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ ପଣ୍ଡା ଏହି ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ କହିଲେ ଯେ ଆମର ହସ୍ତଶିଳ୍ପ , ସ୍ଥାପତ୍ୟ , ହସ୍ତତନ୍ତ ସବୁଥ୍‌ରେ ଓଡ଼ିଶାର କାରିଗରମାନଙ୍କର ହସ୍ତର ନମୁନା ରହିଛି । ତୋଷାଳି ମେଳା ହେଉଛି ଭାବଗତ ସଂହତି । ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ସାହୁ ତାଙ୍କ ଭାଷଣରେ ତୋଷାଳି ହସ୍ତଶିଳ୍ପ ମେଳାରେ ରାଜ୍ୟରେ କାର୍ଯ୍ୟରତ , ଶିଳ୍ପୀ , କାରିଗର , ବୁଣାକାର ଓ ଅଭିଜ୍ଞ ବ୍ୟକ୍ତିମାନଙ୍କ ମଧ୍ୟରେ ଭାବର ଆଦାନପ୍ରଦାନ ସୃଷ୍ଟି କରିବା ସହିତ ଭାରତୀୟ ପାରମ୍ପାରିକ କଳା , ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ହୋଇପାରିବ ବୋଲି କହିଥିଲେ । ଭୁବନେଶ୍ଵର ( ମଧ୍ୟ ) ବିଧାୟକ ଶ୍ରୀ ଜେନା ତାଙ୍କ ଅଭିଭାଷଣରେ କହିଥିଲେ ଯେ ଏହି ମେଳା ବୁଣାକାର , କାରିଗରମାନଙ୍କୁ ଜ୍ଞାନ ଆହରଣ କରିବାରେ ସହାୟକ ହେବ । ଭୁବନେଶ୍ଵର ( ଉତ୍ତର ) ବିଧାୟକ ଶ୍ରୀ ରାଉତ ତାଙ୍କ ଅଭିଭାଷଣରେ କହିଥିଲେ ଯେ ଏହି ମେଳାରେ ଅଂଶଗ୍ରହଣକାରୀମାନେ ଭାବର ବିନିମୟ ସହିତ ବୁଣାକାର ଓ କାରିଗରମାନଙ୍କ ଆୟ ବୃଦ୍ଧି ପାଇବ ।ଉଦ୍ଘାଟନୀ କାର୍ଯ୍ୟକ୍ରମରେ ୨୦୧୯ , ୨୦୨୦ , ୨୦୨୧ ବର୍ଷ ପାଇଁ ହସ୍ତଶିଳ୍ପ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପୁରସ୍କାର ଓ ହସ୍ତତନ୍ତ ରାଜ୍ୟ ପୁରସ୍କାରପ୍ରାପ୍ତ କାରିଗରମାନଙ୍କୁ ସମ୍ମାନିତ କରାଯିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର , ସ୍ଵତନ୍ତ୍ର ସଚିବ ସରୋଜ କୁମାର ପଟେଲ , ସ୍ଵତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି ଅତିଥି ଭାବେ ଯୋଗଦାନ କରିଥିଲେ । ଶେଷରେ ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶୋଭନ କ୍ରୀଷ୍ଣା ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପ ଇଲିୟାନା ସିତାରିଷ୍ଟ ଓ ସାଥୀମାନେ ଚିତ୍ତାକର୍ଷକ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ । ଏହି ମେଳାରେ ମୋଟ ୫୬୦ଟି ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲ ସ୍ଥାନ ପାଇଛି । ଚଳିତ ବର୍ଷ ଫୁଡ୍ କୋର୍ଟରେ ଓଡ଼ିଶାରେ ପାରମ୍ପରିକ ଖାଦ୍ୟ ପରିବେଷଣ ହେବା ସହିତ ବିଭିନ୍ନ ରାଜ୍ୟର ସୁସ୍ୱାଦୁ ଖାଦ୍ୟର ଆସର ଜମିଛି । ମେଳାର ଅନ୍ୟତମ ଆକର୍ଷଣ ସାଜିଛି ମିଲେଟ୍ ଫୁଡ୍ ଷ୍ଟଲ । ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଫେବୃଆରୀ ୧୨ ତାରିଖ ପର୍ଯ୍ୟନ୍ତ ଦିବା ୨.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଖୋଲାରହିବ ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech