ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବ

ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବ

ଆନନ୍ଦ, ଉଲ୍ଲାସ ଓ କରତାଳି ମଧ୍ୟରେ ବିଶ୍ବବିଦ୍ୟାଳୟ ଘୋଷଣାକୁ ଛାତ୍ରଛାତ୍ରୀଙ୍କ ସ୍ବାଗତ

କଲେଜରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

୧୦୦୦ ଆସନ ବିଶିଷ୍ଟ ଅଡିଟୋରିଅମ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ
କୋରାପୁଟ ଜିଲ୍ଲା ପାଇଁ ୧୬୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ, ୧୪୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ

ଭିତ୍ତିଭୂମି ହିଁ ବିକାଶର ଆଧାର – ମୁଖ୍ୟମନ୍ତ୍ରୀ

ସମାଜ ସହ ଯୋଡି ହୋଇ ରହିବାକୁ ଯୁବସମାଜକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

୦୩.୦୨.୨୦୨୩

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ଉଦ୍‌ବୋଧନରେ ଛାତ୍ରଛାତ୍ରୀମାନଙ୍କୁ ଏ ଘୋଷଣା ସଂପର୍କରେ ଉଲ୍ଲେଖକରି କହିଥିଲେ ‘ଆପଣମାନେ ଖୁସି ତ?’ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ବିପୁଳ ଉତ୍ସାହ, ଆନନ୍ଦ, ଉଲ୍ଲାସ ଓ କରତାଳି ମଧ୍ୟରେ ସ୍ବାଗତ କରିଥିଲେ । ଏହି ଘୋଷଣା ପାଇଁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ । ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଆମ ଭିତରେ ଥିବା ସଂଭାବନାକୁ ବୃଦ୍ଧି କରିଥାଏ। ଯୁବସମାଜ ଉପରେ ତାଙ୍କର ପୁରା ଆସ୍ଥା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ ଏବଂ ସମାଜ ସହିତ ଯୋଡି ହୋଇ ରୁହନ୍ତୁ । ନିଜର ତଥା ନିଜ ପରିବାରର ଏବଂ ସାରା ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।

କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣମ ଦେଇ ସେ କହିଲେ ଯେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି ।

ଭିତ୍ତିଭୂମି ହିଁ ବିକାଶର ଆଧାର ବୋଲି ସେ ମତବ୍ୟକ୍ତ କରି ସେ କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଧିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥଇବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି ।

ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲ ଯେ ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ ବୋଲି ସେ କହିଥିଲେ । ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ସେ କହିଥିଲେ ।

ଏହି ଅବସରରେ ଜିଲ୍ଲାର ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ସୁଧ ବିହୀନ ଋଣ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କୋରାପୁଟ ପର୍ଯ୍ୟଟନ ଉପରେ ଆଧାରିତ ଏକ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପେଡାଲ, କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସଶ୍ମିତା ମେଲ୍ଲେକା ଏବଂ କୋରାପୁଟ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀଙ୍କ ବିଶ୍ବବିଦ୍ୟାଳୟ ଘୋଷଣାକୁ ସ୍ବାଗତ କରିଥିଲେ ଏବଂ ଏହାଦ୍ବାରା କୋରାପୁଟ ଜିଲ୍ଲା ଓ ସମଗ୍ର ଦକ୍ଷିଣ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମତବ୍ୟକ୍ତ କରିଥିଲେ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech