ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ୍ଶୃଙ୍ଖଳା ବିରୁଦ୍ଧରେ ଢେଙ୍କାନାଳ ଭାଜପାର ଗଣବିକ୍ଷୋଭ

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ୍ଶୃଙ୍ଖଳା ବିରୁଦ୍ଧରେ ଢେଙ୍କାନାଳ ଭାଜପାର ଗଣବିକ୍ଷୋଭ

ଢେଙ୍କାନାଳ: ଓଡିଶା ସରକାରରେ ଥିବା ସ୍ୱାସ୍ଥ୍ୟ ବିଭାଗ କ୍ୟାବିନେଟ୍ ମନ୍ତ୍ରୀ ନବ କିଶୋର ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଗୃହ ବିଭାଗର ଜଣେ ପୋଲିସ୍ କର୍ମଚାରୀ ଗୁଳିମାରି ହତ୍ୟା କରିବା ଘଟଣା ରହସ୍ୟାବୃତ ହୋଇ ରହିଥିବାବେଳେ ବିଜେଡି ସରକାର ସେହି ଘଟଣାର ସତ୍ୟାସତ୍ୟ ପଦାକୁ ନଆଣିବା ପରିପ୍ରେକ୍ଷୀରେ ଆଜି ଭାରତୀୟ ଜନତା ପାର୍ଟି ଢେଙ୍କାନାଲ ଜିଲ୍ଲା ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଶାଳ ଗଣଧାରଣା ଜିଲ୍ଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବିଶାଳ ଗଣଧାରଣାରେ ଅତିଥି ଭାବେ ପୂର୍ବତନ ରାଜ୍ୟସଭା ସାଂସଦ ରୁଦ୍ରନାରାୟଣ ପାଣି ଯୋଗଦେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଯେଭଳି ଭାବରେ ଗୁଳିକରି ହତ୍ୟା କରାଗଲା ସେଥିରୁ ପ୍ରମାଣିତ ହେଉଛି ସାରା ରାଜ୍ୟରେ ଆଜି ଆଇନ୍ଶୃଙ୍ଖଳା ପ୍ରତି ଜନସାଧାରଣଙ୍କର ଆସ୍ଥା ତୁଟି ଯାଇଛି । ଏଭଳି ସମ୍ବେଦନଶୀଳ ଘଟଣାର ତଦନ୍ତ ପ୍ରକ୍ରିୟା ସଠିକ୍ ଓ ନୀରପେକ୍ଷ କ୍ରାଇମ୍ବ୍ରାଂଚ ଦ୍ୱାରା ହୋଇପାରିବ ନାହିଁ ବୋଲି ସାରା ରାଜ୍ୟରେ ଗୁଞ୍ଜରଣ ସୃଷ୍ଟି ହୋଇଛି । ଅନ୍ୟତମ ଅତିଥି ଭାବେ ପୂର୍ବତନ ବିଧାୟକ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ଭାରତୀୟ ଜନତା ପାର୍ଟି କ୍ରାଇମ୍ବ୍ରାଂଚ ତଦନ୍ତ ଉପରେ ଭରଷା କରୁନାହିଁ, କାରଣ ହତ୍ୟା ଘଟଣାରେ ସଂପୃକ୍ତ ଅଭିଯୁକ୍ତ ପୋଲିସ୍ କର୍ମଚାରୀଙ୍କୁ ପୋଲିସ୍ ହେପାଜତରେ ରଖିଥିଲେ ସୁଦ୍ଧା ସଠିକ୍ ସମୟରେ ହତ୍ୟା ସଂପର୍କିତ କାଗଜ ଟୁକୁଡା ଜବତ ନକରିବା ଆଜିର ତଦନ୍ତ ଉପରେ ପ୍ରଶ୍ନବାଚି ସୃଷ୍ଟି ହୋଇଛି । ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୁତି ଭୂଷଣ ପ୍ରଧାନ ତାଙ୍କ ବକ୍ତବ୍ୟରେ ରାଜ୍ୟ ତଥା ଜିଲ୍ଲାରେ ଚାଲିଥିବା ଦୁର୍ନୀତିଗସ୍ତ ବିଜେଡି ସରକାର ସବୁ କ୍ଷେତ୍ରରେ ଏକ୍ଚାଟିଆ ମନୋଭାବ ପୋଷଣ କରି ସାଧାରଣ ଜନତାଙ୍କର ନ୍ୟାର୍ଯ୍ୟ ଦାବୀକୁ ଉପେକ୍ଷା କରିଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେଭଳି ଭାବେ ଦୁର୍ନୀତି କରିଚାଲିଛନ୍ତି, ଗରିବ ଓ ନିଷ୍ପେସିତ ଲୋକଟିଏ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଂଚିତ ହେଉଛି । ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଅଂଜଳି ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶତୃଘ୍ନ ଜେନା, ଲୋକସଭା ସଂଯୋଜକ ପ୍ରେମାନନ୍ଦ ଜେନା, ରାଜ୍ୟ କୃଷକମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର ପ୍ରମୁଖ ଏହି ବିକ୍ଷୋଭରେ ଯୋଗଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ଘଟଣାର ତଦନ୍ତ ବାଟବଣା ହେବାରେ ଲାଗିଛି ଏବଂ ଏହି ଘଟଣାରେ ବିଜେଡି ସରକାର କ୍ରାଇମ୍ବ୍ରାଂଚ ଦ୍ୱାରା ପ୍ରମାଣ ନଷ୍ଟ କରିବା ପାଇଁ ରାସ୍ତା ତିଆରି କରୁଛନ୍ତି । ହତ୍ୟାକାରୀକୁ ତଦନ୍ତ ବାହାନାରେ ବିଭିନ୍ନ ପ୍ରକାର ଟେଷ୍ଟ କରାଇ ଜନସାଧାରଣଙ୍କ ନିକଟରେ ପ୍ରହେଳିକା ସୃଷ୍ଟି କରୁଛନ୍ତି ଏବଂ ବିଗତ ଦିନମାନଙ୍କରେ ବିଭିନ୍ନ ବହୁଚର୍ଚ୍ଚିତ ଦୃଷ୍ଟାନ୍ତ ଅପରାଧମୁଳକ ଘଟଣା ଭଳି ଏହି ଘଟଣାକୁ ମଧ୍ୟ ଚପାଇ ଦେଉଛନ୍ତି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech