କେନ୍ଦ୍ର ସରକାରଙ୍କ ବିରୋଦ୍ଧରେ ବିଜେଡିର ବିକ୍ଷୋଭ

କେନ୍ଦ୍ର ସରକାରଙ୍କ ବିରୋଦ୍ଧରେ ବିଜେଡିର ବିକ୍ଷୋଭ

ଢେଙ୍କାନାଳ , ୧୬ । ୦୨ କେନ୍ଦ୍ର ସରକାରେ ଥିବା ମୋଦି ସରକାର ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମୁଣ୍ଡ ପିଛା ୫କେଜି ଚାଉଳ କଟା ଯିବାକୁ ଓଡିଶାରେ ତୀବ୍ର ବିରୋଧ କରିଛି ବିଜୁ ଜନତା ଦଳ । ଏଥ୍ ସହିତ ମାସକୁ ୧୦ କେଜି ଚାଉଲ ବଦଳରେ ହିତାଧ୍ୟାକାରୀଙ୍କୁ ମିଳିବ ୫ କେଜି ଚାଉଳ । ପ୍ରଧାନମନ୍ତ୍ରୀ ଗରିବ ଅନ୍ନ କଲ୍ୟାଣ ଯୋଜନା ବନ୍ଦ କରିଦେବା ଯୋଗୁ ଓଡିଶାର ୩.୨୫ କୋଟି ଲୋକ ପ୍ରଭାବିତ ହେବେ । ଏହା ସହିତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନିରେ ମିଳୁଥିବା ଚାଉଳର ନାମକୁ ପରିବ ନ କରି ଗରିବ ଖାଉଟି ମାନଙ୍କ ସହ ମଂଚକତା କରୁଛି କେନ୍ଦ୍ର ସରକାର । ଓଡିଶାର ଗରିବ ଲୋକମାନଙ୍କୁ ଭୋକ ଉପାଶରେ ରଖିବା ପାଇଁ ବିଜେପ ସରକାର କରିଛି ଷଡଯନ୍ତ୍ର । ଏହାର ଉଚିତ ଯବାବ ଦେବା ପାଇଁ ଗୁରୁବାର ଦିନ ରାଜ୍ୟରେ ଥିବା ସମସ୍ତ ସଦର ମହକୁମା ଜିଲ୍ଲାପାଲଙ୍କ କାର୍ଯ୍ୟଳୟ ଠାରେ ବିଜେଡି ତରଫରୁ ପ୍ରତିକ ଧାରଣା ଦିଆଯାଇଥିଲା । ଏହି ଅବସସରେ ଢେଙ୍କାନାଳ ନଗର ସଭାପତି ଇନ୍ଦ୍ରମଣୀ ବେହେରାଙ୍କ ସଭାପତିତ୍ବରେ ଏକ ଗଣଧାରଣା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଢେଙ୍କାନାଳ ଲୋକସଭା ସାଂସଦ ମହେଶ ସାହୁ ଯୋଗଦେଇ କେନ୍ଦ୍ର ସରକାରର ଓଡିଶା ପ୍ରତି ଥିବା ବୈମାତୃକ ମନୋଭାବ ବିଷୟରେ ଟିପଣି ଦେବା ସହ କେନ୍ଦ୍ରରେ ଥିବା ବିଜେପି ସରକାରକୁ କଡା ସମାଲୋଚନା କରିଥିଲେ । ମୁଖ୍ୟ ବକ୍ତା ଭାବେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ କେନ୍ଦ୍ରରେ ଥିବା ବିଜେପି ସରକାର ଗରିବ ଲୋକଙ୍କ ଭୋକ ପାଇଁ ଭାତ ନାହିଁ । ୫ କେଜି ଚାଉଲକୁ କାଟିଲ କଣ ପାଇଁ … ? , ଏହାର ଜବାବ ମାଗିବା ସହ ଧାନ କିଣା ଉପରେ ହେଉଥିବା ଦୁର୍ନୀତି ସମ୍ପର୍କରେ ଆଲୋଚନାକରି ଚାଷୀ ଧାନ କ୍ରୟ ଓ ଏମଏସ ପି ଉପରେ ଗୁରୁତର ପ୍ରଭାବ ପଡୁଛି ବୋଲି କହିବା ସହ ଚାଷୀଙ୍କ ଉନ୍ନତିପାଇଁ କାର୍ଯ୍ୟ କରିବାକୁ କହିବା ସହ ଯଦି କେନ୍ଦ୍ର ସରକାର ଏହାକୁ କାର୍ଯ୍ୟକାରୀ ନ ’ କରେ ତେବେ ଆଗାମି ଦିନରେ ଏହାର ଉଚିତ ଜବାବ ଓଡିଶା ବାସୀ ଦେବେ ବୋଲୋ କଡା ଚରେତାବନି ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଅର୍ଜନା ପୁହାଣ , ରାଜ୍ୟ ବନ ଉନ୍ନୟନ ନିଗମ ଉପଦେଷ୍ଟା ଦେବୀପ୍ରସାଦ ଭୁତିଆ , ଜିଲ୍ଲା କୃଷକ ବିଜେଡି ଶାଖା ସଭାପତି ନରୋ ମ ସାହୁ , ଜିଲ୍ଲା ବିଜେଡି ଉପ – ସଭାପତି ଲକ୍ଷ୍ମୀଧର ସାହୁ , ବିଧାୟକଙ୍କ ପ୍ରତିନିଧ୍ୱ ନିରାକାର ରାଉତ , ଅଜୟ କୁମାର ଭଞ , ଉପ – ନଗରପାଲ ପ୍ରକାଶ ଚନ୍ଦ୍ର କୁଅଁର , ରାଜ୍ୟ ମହିଳା ଉପ – ସଭାନେତ୍ରୀ ସାଇଶ୍ରୀ ପଟ୍ଟନାୟକ , ରାଜ୍ୟ ଯୁବ ବିଜେଡି ସମ୍ପାଦକ ଦେବୀପ୍ରସାଦ ପଟ୍ଟନାୟକ , ଯୁବନେତା ଶ୍ରୀକାନ୍ତ ଧଳ , ନଗର ବିଜେଡି କାର୍ଯ୍ୟକାରୀ ସଭାପତି ଅଭିମନ୍ୟୁ ପଣ୍ଡା , ସମସ୍ତ ବିଜେଡି କାଉନସିଲର , ଜିଲ୍ଲା ମହିଳା ସଭାନେତ୍ରୀ ସାଗରିକା ମିଶ୍ର , ଜିଲ୍ଲା ଛାତ୍ର ସଭାପତି ସୁରଜ ମହାପାତ୍ର , ସଂଖ୍ୟଲଘୁ ସଭାପତି ଅସରଫ ଖାନ , ମହିଳା ଜିଲ୍ଲା ସାଧାରଣ ସମ୍ପାଦିକା ତିଲୋ ମା ଚୌଧୁରୀ , ଜିଲ୍ଲା ଡିଜିଟାଲ ମେଡିଆ ସମ୍ପାଦକ ଗଙ୍ଗାଧର ରାଉତ , ଯୁବ ବିଜେଡି ନଗର ସଭାପତି ବ୍ରହ୍ମାନନ୍ଦ ସାହୁ , ସାଂସଦଙ୍କ ପ୍ରତିନିଧି ରୁଦ୍ରାନ୍ତ ଦଳେଇ , ମହିଳା ନଗର ସଭାନେତ୍ରୀ ଶୁଭଲକ୍ଷ୍ମୀ ସାହୁ , ଶ୍ରଦ୍ଧାଞଳୀ ସାହୁ , ଉର୍ବଷୀ ମହାପାତ୍ର , ମାମିନା ଦିକ୍ଷିତ , ଗନ୍ଦିଆ ବ୍ଲକ ସଭାପତି ପ୍ରଦିପ ରାଉତ , ବିଶ୍ଵନାଥ ଜେନା , ସଦର ବ୍ଳକ ସଭାପତି ଯେଶଷ ସାହୁ , ବିଭୁପ୍ରସାଦ ଦେହୁରୀଙ୍କ ସମେତ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀର ସମସ୍ତ ଜନ ପ୍ରତିନିଧି ମାନଙ୍କ ସହ ଶତାଧିକ ବିଜେଡି କାର୍ମୀ ଉପସ୍ଥିତ ରହିଥିଲେ । ଜିଲ୍ଲା ସଧାରଣ ସମ୍ପାଦକ ଦେବାଶିଷ ମିଶ୍ର ମ ପରିଚାଳନା କରିଥିବା ବେଳେ ଆଇନ ସେଲ ସଭାପତି ଗୋପାଲ ଚନ୍ଦ୍ର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଜିଲ୍ଲାପାଳଙ୍କ ନିକଟରେ ପ୍ରଦାନ କରାଯାଇଥିଲା ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech