ମସ୍କୋ,୨୩ ।୨: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗୋଇ ଲାଭରୋଭ ଆସନ୍ତା ମାସର ଆରମ୍ଭରେ ଭାରତ ଯାତ୍ରାରେ ଆସିବେ । ତାଙ୍କର ଏହି ୩ ଦିନିଆ ଭାରତ ଗସ୍ତ ସମୟରେ ସେ ୧ ଓ ୨ ମାର୍ଚ୍ଚରେ ନୂଆଦିଲ୍ଲୀରେ ଆୟୋଜିତ ଜି୨୦ ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ । ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସର୍ଗୋଇଙ୍କ ଭାରତ ଯାତ୍ରା ସମ୍ପର୍କରେ ସୂଚନା ଦିଆଯାଇଛି ।

August 3, 2026/
No Comments


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-2-scaled.jpg)
