ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟ।ଲୋଚନା କମିଟି ” ଦିଶା ” ବୈଠକ ଅନୁଷ୍ଠିତ ସ୍ବାସ୍ଥ୍ୟ ଏବଂ ଶିକ୍ଷା ଉପରେ ସାଂସଦଙ୍କ ଗୁରୁତ୍ୱାରୋପ

ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟ।ଲୋଚନା କମିଟି ” ଦିଶା ” ବୈଠକ ଅନୁଷ୍ଠିତ ସ୍ବାସ୍ଥ୍ୟ ଏବଂ ଶିକ୍ଷା ଉପରେ ସାଂସଦଙ୍କ ଗୁରୁତ୍ୱାରୋପ

ଢେଙ୍କାନାଳ ତା ୨୪.୦୨.୨୦୨୩ ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟାଲୋଚନା କମିଟି ” ଦିଶା ” ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅଧ୍ୟକ୍ଷତା କରି ମାନ୍ୟବର ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ , କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ବାରା କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନାର କାର୍ଯ୍ୟକାରିତାର ରିପୋର୍ଟ ନିୟମିତ ଭାବେ ପ୍ରଦାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯୋଜନାର କାର୍ଯ୍ୟକାରିତା ଓ ସଫଳ ରୂପାୟନ ନିମନ୍ତେ ଜନପ୍ରତିନିଧୁମାନଙ୍କ ସହିତ ସମନ୍ଵୟ ରଖୁ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି । ସ୍ଵାସ୍ଥ୍ୟ ହିଁ ପ୍ରକୃତ ସମ୍ପଦ , ଜିଲ୍ଲାବାସୀଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ଉପରେ ଗୁରୁତ୍ବାରୋପ କରି , ଆବଶ୍ୟକ ଚିକିତ୍ସା ସୁବିଧା କରିବାକୁ ସେ ଜିଲ୍ଲା ଚିକିତ୍ସା ଅଧ୍ୟାକାରୀଙ୍କୁ କହିଛନ୍ତି । ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ଶିକ୍ଷାଦାନ ପଦ୍ଧତିକୁ ଅଧ୍ଵ କ୍ରିୟାଶୀଳ କରାଇ ବୌଧକ ଓ ନୈତିକ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ବାରୋପ କରିଛନ୍ତି । ମୁଖ୍ୟ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନା ଓ ପ୍ରକଳ୍ପର ସଫଳ କାହାଣୀର ଭିଜୁଆଲ ଡକୁମେଣ୍ଟ ପ୍ରସ୍ତୁତ କରି ପ୍ରଚାର କରାଇ ଅନ୍ୟମାନଙ୍କୁ ଉତ୍ସାହିତ କରିବାକୁ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠି କହିଛନ୍ତି । ଜନସାଧାରଣଙ୍କ ଅଭିଯୋଗ ଶୁଣି , ଟିମ ସ୍ପିରିଟରେ କାମ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଡାକ୍ତର ଅଭାବ ପୂରଣ ପାଇଁ ବିହିତ ବ୍ୟବସ୍ଥା କରାଯାଉଛି , ଚିକିତ୍ସା ସେବା ନିମନ୍ତେ ଅବସର ପ୍ରାପ୍ତ ଡାକ୍ତରମାନଙ୍କୁ ନିଯୁକ୍ତ କରାଯିବ । ଜିଲ୍ଲାର ସମସ୍ତ ନିର୍ବାଚନ ମଣ୍ଡଳୀରେ ଉତ୍ତମ ଚିକିତ୍ସା ନିମନ୍ତେ ହସ୍ପିଟାଲ ନିର୍ମାଣ ହେବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁଫଳ ଯେପରି ପ୍ରତ୍ୟେକ ହିତାଧ୍ୟାକାରୀ ପାଇ ପାରିବେ ସେଥ୍ପ୍ରତି ବିଶେଷ ଗୁରୁତ୍ଵ ଦିଆଯାଉଛି ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା . ଅଶୋକ କୁମାର ଦାଶ ପ୍ରକାଶ କରିଛନ୍ତି । 5 T ଅନ୍ତର୍ଗତ ବିଦ୍ୟାଳୟ କାର୍ଯ୍ୟକ୍ରମ , ସ୍କୁଲର ରକ୍ଷଣାବେକ୍ଷଣ ବ୍ୟବସ୍ଥା , ପରିଷ୍କାର ପରିଚ୍ଛନ୍ନତା , ବନ ବିଦ୍ୟାଳୟରେ ନୈତିକ ଶିକ୍ଷା ଦାନ , ମଧ୍ୟାହ୍ନ ଭୋଜନର ସୁପରିଚାଳନା ସମ୍ପର୍କରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି ଅବଗତ କରାଇଥିଲେ । ମୋ ସ୍କୁଲ ଅଭିଯାନରେ ହିତାକାଂକ୍ଷୀମାନଙ୍କୁ ଠାରୁ ପ୍ରାୟ ୧୭ କୋଟି ଟଙ୍କା ଗ୍ରହଣ କରାଯାଇପାରିଛି ବୋଲି ସେ ପ୍ରକାଶ କରିଛନ୍ତି । ସରକାରୀ ବିଦ୍ୟାଳୟ ପ୍ରତି ଅଭିଭାବକ ଏବଂ ପିଲାମାନଙ୍କର ଆଗ୍ରହ ବାଢୁଛି ସେ କହିଛନ୍ତି । ବୈଠକ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ଶ୍ରୀ ତନ୍ମୟ କୁମାର ଦରୱାନ ସମସ୍ତଙ୍କୁ ସ୍ବାଗତ କରି ” ବିଶା ” ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ , ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର , ମାନ୍ୟବର ସଦର ବିଧାୟକଙ୍କ ପ୍ରତିନିଧୂ ଶ୍ରୀ ନରୋତ୍ତମ ସାହୁ , ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ଦତ୍ତ ( ପ୍ରଶାସନ ) , ସମସ୍ତ ଜିଲ୍ଲା ପରିଷଦ ସଭ୍ୟ , ସଭ୍ୟା , ସମସ୍ତ ଏନ.ଏ.ସି. ଏବଂ ବ୍ଲକ ର ଚେୟାରମ୍ୟାନ ଯୋଗ ଦେଇଥିଲେ । ଶେଷରେ ଜିଲ୍ଲାପାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech