ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବେ ପୋଲିସର ଅତର୍କିତ ଓ ମରଣାନ୍ତକ ଆକ୍ରମଣ ବିଷୟରେ ଏତଲା

ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବେ ପୋଲିସର ଅତର୍କିତ ଓ ମରଣାନ୍ତକ ଆକ୍ରମଣ ବିଷୟରେ ଏତଲା

ଢେ଼ଙ୍କାନାଳ -, ଆଜି ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବେ ପୋଲିସର ଅତର୍କିତ ଓ ମରଣାନ୍ତକ ଆକ୍ରମଣ ବିଷୟରେ ଢେ଼ଙ୍କାନାଳ ବିଜେପି ପକ୍ଷରୁ ଏକ ଏତଲା ଦିଆଯାଇଛି। ଏତଲାରେ ଉଲ୍ଲେଖ ଅଛି ଯେ ଆମେ ଭାରତୀୟ ଜନତା ପାର୍ଟି ସଦର ଥାନା ଅଞ୍ଚଳର କାର୍ଯ୍ୟକର୍ତ୍ତା , ଆପଣଙ୍କ ଉଦ୍ଦେଶ୍ୟରେ ଜଣାଇବାକୁ ଚାହୁଁଛୁ ଯେ , ଗତ ତା- ୨୮.୦୨.୨୦୨୩ ରିଖ ମଙ୍ଗଳବାର ଦିନ ବିଜେପି ଯୁବ ମୋର୍ଚ୍ଚା , ଓଡ଼ିଶା ପ୍ରଦେଶ ତରଫରୁ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଧାନସଭା ଘେରାଉ କରାଯିବା ନେଇ ପୂର୍ବ ସୂଚନା ଦିଆଯାଇଥିଲା । ଶୋଭାଯାତ୍ରା ମାଷ୍ଟରକ୍ୟାଣ୍ଟିନରୁ ପିଏମଜି ଛକ ପର୍ଯ୍ୟନ୍ତ ଯିବା ବେଳେ ପୋଲିସ ଆମର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବରେ ଅତର୍କିତ ଓ ମରଣାନ୍ତକ ଆକ୍ରମଣ କରିଥିଲା । ସାଧା ପୋଷାକଧାରୀ ପୋଲିସ ଏବଂ ଶାସକ ଦଳର ଗୁଣ୍ଡା ମାନଙ୍କର ମିଳିତ ଆକ୍ରମଣରେ ଶତାଧୀକ ପୁରୁଷ ଓ ମହିଳା କାର୍ଯ୍ୟକର୍ତ୍ତା ଗୁରୁତର ଆଘାତ ପାଇବା ସହ ଏବେ ଚିକିତ୍ସାଧୀନ ଅଛନ୍ତି । ଶୋଭାଯାତ୍ରା ସମୟରେ ଆମ ମହିଳା କାର୍ଯ୍ୟକର୍ତ୍ତା ମାନଙ୍କୁ ଅସଦାଚାରଣ ସହ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରାଯାଇଥିଲା , ଯାହାର ଦୃଶ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରଦର୍ଶିତ ହୋଇଛି । ପୋଲିସ ଡିଜି ସୁନିଲ ବଂଶଲ , ଭୁବନେଶ୍ବର – କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ଏହି ଘଟଣାର ନିରପେକ୍ଷ ତଦନ୍ତ ନ କରି ଆକ୍ରୋଶମୂଳକ ଭାବେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ , ଯାହା ପୋଲିସର ବିଶ୍ୱସନୀୟତା ଉପରେ ପ୍ରଶ୍ନ ସୃଷ୍ଟି କରିଛି । ଭାରତୀୟ ଜନତା ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କ ବିରୁଦ୍ଧରେ ପୋଲିସ ଯେଉଁଭଳି ଅମାନୁଷିକ ଭାବେ ଆକ୍ରମଣ କରିଛି , ସେଥ୍‌ରେ ରାଜ୍ୟର ସାଢେ ୪ କୋଟି ଓଡ଼ିଆ ମାନସିକ ସ୍ତରରେ ଆଘାତ ପାଇଛନ୍ତି । ପୋଲିସ ପ୍ରଶାସନର କିଛି ଅଫିସର ବିଜେଡିର ଏଜେଣ୍ଟ ହୋଇ ଯେଉଁ କାର୍ଯ୍ୟ କରିଛନ୍ତି , ଯାହା ଗଣତନ୍ତ୍ର ପାଇଁ ଶୋଭନୀୟ ନୁହେଁ । ପୋଲିସ ଡିଜି , ଭୁବନେଶ୍ବର – କଟକ ପୋଲିସ କମିଶନର ଓ ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଦେଶରେ ପୋଲିସ ଉଦ୍ଦେଶ୍ୟମୂଳକ ଭାବେ ଆମ କାର୍ଯ୍ୟକର୍ତ୍ତାଙ୍କୁ ମାଡ଼ ମାରିଛନ୍ତି । ଓଡ଼ିଶାର ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କୁ ପୋଲିସ ଏଏସଆଇ ହତ୍ୟା କରିଛି । ଏହି କଥାକୁ ବିଜେପି ବାରମ୍ବାର କହୁଥିବାରୁ ପୋଲିସ ପ୍ରଶାସନ ବିଜେପି ଉପରେ ଆକ୍ରୋଶମୂଳକ ମନୋଭାବ ଜାରି ରଖିଛି । ସେଥିପାଇଁ ପୋଲିସ ଏପରି କାର୍ଯ୍ୟ କରିଛି । ତେଣୁ ପୋଲିସ ଡିଜି , ଭୁବନେଶ୍ବର – କଟକ ପୋଲିସ କମିଶନର ଏବଂ ଭୁବନେଶ୍ବର ଡିସିପିଙ୍କ ବିରୋଧରେ ଏତଲା ଦାୟର କରି ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆମେ ଅନୁରୋଧ କରୁଛୁ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech