ଓଡ଼ିଶାରେ ‘ଉତ୍କଳ ଦିବସ’ରୁ ଜି-୨୦ ବୈଠକ ପର୍ଯ୍ୟନ୍ତ ଜନ ଭାଗିଦାରୀ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିଗଦର୍ଶନରେ କାର୍ଯ୍ୟକ୍ରମ ଆୟୋଜନ

 

ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଠାରେ ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସ ବ୍ୟାପୀ ଜି- ୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ମଙ୍ଗଳବାର ଭୁବନେଶ୍ୱର ଠାରେ ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ନିତା ପ୍ରସାଦ ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୋନାଲ ମିଶ୍ର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ଭାରତ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତାକୁ ସଫଳ ଓ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ‘ଜନ ଭାଗିଦାରୀ’ ପାଇଁ ପ୍ରୟାସ କରାଯିବ । ଏହି ଏକ ମାସବ୍ୟାପୀ କାର୍ଯ୍ୟକ୍ରମ ସମୟରେ ମାସେବ୍ୟାପୀ ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରତିଯୋଗିତା ଆୟୋଜନ ସହ ଏପ୍ରିଲ ୨୭ ରୁ ୨୯ ତାରିଖ ତିନି ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ମେ’ ଫେୟାର ହୋଟେଲରେ ‘ଶିକ୍ଷା ଓ୍ୱାର୍କିଂ ଗ୍ରୁପ’ର ତୃତୀୟ ବୈଠକ ଆୟୋଜନ କରାଯିବ । ଏଥିରେ ଜି-୨୦ ସମୂହ ଦେଶର ପ୍ରତିନିଧିମଣ୍ଡଳୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କଳ୍ପନା ଏବଂ ମାର୍ଗଦର୍ଶନରେ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ଅଧୀନରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେବ । ନିର୍ଦ୍ଧାରିତ ହୋଇଥିବା ବିଷୟବସ୍ତୁ ଉପରେ ଚର୍ଚ୍ଚା ସହ ଦେଶର ଯୁବବର୍ଗଙ୍କ ନିକଟରେ ଏ ସବୁକୁ ପହଞ୍ଚାଇବା ପାଇଁ ପ୍ରୟାସ କରାଯିବ । ଓଡ଼ିଶାରେ କଥାବସ୍ତୁ ‘ଭବିଷ୍ୟତର କାର୍ଯ୍ୟ’ ରହିଥିବା ବେଳେ ଜିଲ୍ଲା ଗୁଡ଼ିକରେ ଉଭା ହେଉଥିବା କୌଶଳ ଆବଶ୍ୟକତା ଓ ନିରନ୍ତର ଦକ୍ଷତା ବିକାଶ, ରି ସ୍କିଲିଂ ଏବଂ ଅପ ସ୍କିଲିଂର ଆବଶ୍ୟକତା ଉପରେ ବ୍ୟାପକ ବିଚାରବିମର୍ଷ କରି ସବୁଠି ପହଞ୍ଚାଇବା ପାଇଁ ଯୋଜନା କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସ୍ପଷ୍ଟ କଳ୍ପନା ରହିଛି ।

ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପର ତୃତୀୟ ବୈଠକକୁ କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସୁବାଷ ସରକାର ଉଦଘାଟନ କରିବେ । ଏହି ଅଧିକାରୀସ୍ତରୀୟ ବୈଠକରେ ପ୍ରାଥମିକ ସ୍ୱାକ୍ଷରତା ଓ ପରିସଂଖ୍ୟାନ, ପ୍ରଯୁକ୍ତିବିଦ୍ୟା ଆଧାରିତ ଶିକ୍ଷାଦାନ, ଭବିଷ୍ୟତର କାର୍ଯ୍ୟପନ୍ଥା ଏବଂ ଗବେଷଣା ସହଭାଗିତା ଭଳି ୪ଟି ମୁଖ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହେବ । ଏହି ବୈଠକର ପୂର୍ବ ଦିନ ଏପ୍ରିଲ ୨୬ରେ ଭୁବନେଶ୍ୱର ସ୍ଥିତ ଆଇଏମଏମଟି ଠାରେ ଜି -୨୦ର ପ୍ରତିନିଧି ମଣ୍ଡଳୀ ଭବିଷ୍ୟତର କାର୍ଯ୍ୟପନ୍ଥା ପରେ ଏକ ସେମିନାର ଏବଂ ପ୍ରଦର୍ଶନୀରେ ଯୋଗଦେବେ । ଏହି ପ୍ରତିନିଧି ମଣ୍ଡଳୀ ଏପ୍ରିଲ ୨୮ରେ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ । ପ୍ରତିନିଧି ମଣ୍ଡଳୀଙ୍କୁ ଓଡ଼ିଶାର ଉତ୍କର୍ଷ କଳା, ସଂସ୍କୃତି, ହସ୍ତତନ୍ତ, ହସ୍ତଶିଳ୍ପ ଉପହାର ସ୍ୱରୂପ ପ୍ରଦାନ କରାଯିବ । ରାଜ୍ୟର ଅସ୍ମିତା ସହ ଯୋଡିବା ପାଇଁ ସମସ୍ତଙ୍କୁ ପାରମ୍ପରିକ ବ୍ୟଞ୍ଜନ ପରାଷାଯିବ ।

ଏହାବ୍ୟତିତ ଏପ୍ରିଲ ୨୩ରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ଜି-୨୦କୁ ନେଇ ପୃଥକ ପ୍ରଦର୍ଶନୀ ଅନୁଷ୍ଠିତ ହେବ । ଜି-୨୦ ଦେଶ ସମୂହ, ଶିଳ୍ପ, ସରକାରୀ ସଂସ୍ଥା , ଆଇଟି କମ୍ପାନୀ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭଳି ୭୫ଟି ଅନୁଷ୍ଠାନ ଏହି ପ୍ରଦର୍ଶନୀରେ ଅଂଶଗ୍ରହଣ କରିବେ । କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଏବଂ ଶିଳ୍ପ ସମୂହଙ୍କୁ ଯୋଡିବା ମୁଖ୍ୟ ଉଦ୍ଦେଶ୍ୟ ରହିବ ଓ ଷ୍ଟାଟ ଅପ୍ ତଥା ଯୁବ ଉଦ୍ୟୋଗୀଙ୍କୁ ବିଶେଷ ଭାବରେ କୃଷି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୁବ ଉଦ୍ୟୋଗୀ ଓ ଷ୍ଟାର୍ଟଅପକୁ ଭବିଷ୍ୟତର କୃଷି ଉପରେ ନିଜର ଅଭିଜ୍ଞତା ପ୍ରକାଶ କରିବେ । ଏହି କାର୍ଯ୍ୟକ୍ରମ ସମୟରେ ଏପ୍ରିଲ ୨୩ରୁ ଏପ୍ରିଲ ୨୫ ମଧ୍ୟରେ ଆଇଆଇଟି ଭୁବନେଶ୍ୱର, ଆଇଆଇଏମ ସମ୍ବଲପୁର, ଆଇଏମଏମଟି ଭୁବନେଶ୍ୱର, ଇଣ୍ଡିଆନ ସ୍କୁଲ ଅଫ୍ ବିଜନେସ, ହାଇଦ୍ରାବାଦ, ଡେଲୋଏଟ୍, ସିଆଇଆଇ, ୟୁଏସଆଇବିସି ଭଳି ଅନୁଷ୍ଠାନ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେବ ।  ଅନ୍ତରାଷ୍ଟ୍ରୀୟ ସହଭାଗିତାକୁ ସୁଦୃଢ଼ କରିବା ସହ ଭବିଷ୍ୟତର କାର୍ଯ୍ୟପନ୍ଥାକୁ ନେଇ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ଏହି ବିଚାରବିମର୍ଷରେ ଅଧିକ ଗୁରୁତ୍ୱ ଦିଆଯିବ । ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା, ଏଆଇ, ମେଟା ଭର୍ସ, ଅଟୋମେସନ, ମେସିନ ଲର୍ଣ୍ଣି ଇତ୍ୟାଦି ଉପରେ ମଧ୍ୟ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, ମାସେବ୍ୟାପୀ ରାଜ୍ୟର ସମସ୍ତ ଜିଲ୍ଲାରେ ଓଡ଼ିଶାର ୩୫ରୁ ଉର୍ଦ୍ଧ୍ୱ ଅନୁଷ୍ଠାନ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଓ ଆଲୋଚନା ଚକ୍ର ଆୟୋଜନ କରାଯିବ । ଏହାସହ ପ୍ରଶ୍ନୋତ୍ତର ପ୍ରତିଯୋଗିତା, ରଚନା, ବକ୍ତୃତା, ମକ୍ ଜି-୨୦ ଏବଂ ଯୁବ ସମ୍ବାଦ ଭଳି ଭାରତର ଜି -୨୦ ଅଧ୍ୟକ୍ଷତା ଉପରେ ଆଧାରିତ ବିଭିନ୍ନ କାର୍ଯ୍ୟକ୍ରମ ରାଜ୍ୟର ୩୦ଟି ଜିଲ୍ଲାରେ ଆୟୋଜନ କରାଯିବ । ଏହି ସମସ୍ତ କାର୍ଯ୍ୟକ୍ରମର ଗୁରୁ ଦାୟିତ୍ୱ ଯୁବ ଏବଂ ମହିଳାଙ୍କୁ ଦିଆଯିବ । ଜି ୨୦ର ବିଭିନ୍ନ ବୈଠକ ଓ କାର୍ଯ୍ୟକ୍ରମରେ ଓଡ଼ିଶାର ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀକୁ ପ୍ରଦର୍ଶିତ କରିବା ଦିଗରେ ବିଶେଷ ଗୁରୁତ୍ୱ ଦିଆଯିବ । ୨୦୨୩କୁ ଅନ୍ତରାଷ୍ଟ୍ରୀୟ ମିଲେଟ ବର୍ଷ ଭାବରେ ଘୋଷଣା କରାଯାଇଥିବାରୁ ଜି-୨୦ର ପ୍ରତିନିଧି ମଣ୍ଡଳୀଙ୍କୁ ଭାରତୀୟ ପାରମ୍ପରିକ ଖାଦ୍ୟ ସହ ମାଣ୍ଡିଆ ଯୁକ୍ତ ଖାଦ୍ୟ ମଧ୍ୟ ପରଷାଯିବ । ଜି -୨୦ ପାଇଁ ରାଜ୍ୟ ସରକାର ମଧ୍ୟ ସହଯୋଗ ଯୋଗାଇଦେବା ନେଇ ଆଲୋଚନା ହୋଇଥିବା ଯୁଗ୍ମ ସଚିବ ନିତା ପ୍ରସାଦ ସୂଚନା ଦେଇଛନ୍ତି।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech