୪୪ତମ ଜାତୀୟ ଥ୍ରୋ ବଲ୍‌ ପ୍ରତିଯୋଗିତାରେ ଓଡିଶା ରାଜ୍ୟ ଦଳରେ ପ୍ରତିନିଧ୍ତ୍ବ କରି ବ୍ରୋଚ୍ ପଦକ ଜିତିଲେ ଢେଙ୍କାନାଳର ଦୁଇ ପ୍ରତିଯୋଗୀ

୪୪ତମ ଜାତୀୟ ଥ୍ରୋ ବଲ୍‌ ପ୍ରତିଯୋଗିତାରେ ଓଡିଶା ରାଜ୍ୟ ଦଳରେ ପ୍ରତିନିଧ୍ତ୍ବ କରି ବ୍ରୋଚ୍ ପଦକ ଜିତିଲେ ଢେଙ୍କାନାଳର ଦୁଇ ପ୍ରତିଯୋଗୀ

ଢେଙ୍କା ନାଳ, ୩୧/୩: ବିହାରର ଗୋପଳଗଞ୍ଜ ଜିଲ୍ଲା ଠାରେ ଆୟୋଜିତ ୪୪ତମ ଜାତୀୟ ଥ୍ରୋ-ବଲ୍‌ ପ୍ରତିଯୋଗିତାରେ ଓଡିଶା ଦଳ ବ୍ରୋଚ୍‌ ପଦକ ପାଇଛି। ୧୪ ଜଣିଆ ଓଡିଶା ରାଜ୍ୟ ପୁରୁଷ ଦଳରେ ପ୍ରତିନିଧୂତ୍ବ କରି ଢେଙ୍କାନାଳର ଯୁବ ଥ୍ରୋ-ବଲ୍‌ ଖେଳାଳୀ ତଥା ସାଆନ୍ଦା ଡିଗ୍ରୀ ମହା ବିଦ୍ୟାଳୟର ଛାତ୍ର କୁଦୀପ ସାମନ୍ତ ଓ ପ୍ରିୟବ୍ରତ ପ୍ରଧାନ ଓଡିଶା ଦଳରେ ସାମିଲ ହେବା ସହ, ଖୁବ୍ ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଏହି ସଫଳତା ପାଇଛନ୍ତି । ଆଜି ପୂର୍ବହ୍ନରେ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ସରୋଜ କୁମାର ସେଠୀ ଉଭୟ ସଫଳ କ୍ରିଡାବିତ୍‌ଙ୍କୁ ପୁଷ୍ପଗୁଚ୍ଛ, ଉତରୀୟ ଓ ପଦକ ପ୍ରଦାନ ପୂର୍ବକ ସାଗତ ସମ୍ବର୍ଦ୍ଧନା କରିଥିଲେ ଓ ଆଗାମୀ ଦିନରେ ଅଧ୍ୟବସାୟ ଜାରିରଖୁ ଜାତୀୟ ସ୍ତରରେ ଆମ ଜିଲ୍ଲାର ସୁନାମ ବୃଦ୍ଧି କରିବାକୁ ପରାମର୍ଶ ନେଇଥିଲେ। ଜିଲ୍ଲା କ୍ରିଡା ଅଧିକାରୀ ପ୍ରଦୀପ କୁମାର ମହାନ୍ତି ଏହି ସଫଳ ଖେଳାଳୀ ଦ୍ବୟ ଓ ଢେଙ୍କାନାଳ ଜିଲ୍ଲା ଥ୍ରୋ-ବଲ୍‌ ଆସୋସିଏସନ୍‌ର ସଂପାଦକ ତଥା କୋଚ୍ ରାମକୃଷ୍ଣ ବେହେରାଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଥିଲେ । ଜିଲ୍ଲା ଥ୍ରୋ-ବଲ୍‌ ଆସୋସିଏସନ୍‌ର କାର୍ଯ୍ୟକାରୀ ସଭାପତି ରୋଟାରିଆନ୍ ରାଜ କିଶୋର ବେହେରା, ଜିଲ୍ଲାରେ କ୍ରିଡାକୁ ପ୍ରୋତ୍ସାହନ, ଭିତିଭୂମିର ବିକାଶ ଓ କ୍ରୀଡାବିତ୍‌ଙ୍କୁ ଉତ୍ସାହିତ କରିଆସୁଥିବାରୁ ଜିଲ୍ଲା କ୍ରିଡା ସଂଘର ଅଧ୍ୟକ୍ଷ ତଥା ଜିଲ୍ଲାପାଳଙ୍କୁ ସରୋଜ କୁମାର ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି, ଜିଲ୍ଲା ଥ୍ରୋ-ବଲ୍‌ ଆସୋସିଏସନ୍‌ର ପ୍ରତିଷ୍ଠାତା ଅମୀୟ କୁମାର ଚାନ୍ଦଙ୍କୁ ଉତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ କୃତଜ୍ଞତା ଜଣାଇଥିଲେ । ଜିଲ୍ଲା ପାଇଁ ଗୌରବ ଆଣିଥିବା ଏହି ସଫଳ କ୍ରିଡାବିତ୍ ଦ୍ବୟ ଭାଗିରଥୀ ବିହାରସ୍ଥିତ ଶ୍ରଦ୍ଧାଶ୍ରୀ ପ୍ୟାଲେସ୍ ଠାରେ ଜିଲ୍ଲା ଥ୍ରୋ-ବଲ୍ ଆସୋସିଏସନ୍ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକାରୀ ସଭାପତି ରୋଟାରିଆନ୍ ରାଜକିଶୋର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସମ୍ବର୍ଦ୍ଧନା ସଭାରେ ପ୍ରତିଷ୍ଠାତା ସଦସ୍ୟ ଅମୀୟ ଚାନ୍ଦ, ସଂପାଦକ ରାମକୃଷ୍ଣ ବେହେରା, ଉପସଭାପତି ଦେବୀ ପ୍ରସାଦ ମିଶ୍ର, ସଂଗଠନ ସଂପାଦକ ସୁବ୍ରତ ଜେନା, କୋଷାଧ୍ୟକ୍ଷ ପ୍ରତାପ କୁମାର ସାମନ୍ତ, ଯୁଗ୍ମ ସଂପାଦକ ରଣଜିତ୍ ପଟ୍ଟନାୟକ, ବରିଷ୍ଠ ସଦସ୍ୟ ସୌମ୍ୟବ୍ରତ ସାହୁ, ମନୋଜ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।
ପ୍ରକାଶଥାଉକି, ମାର୍ଚ୍ଚ ୫ ତାରିଖରେ ପୁରୀ ଠାରେ ଅନୁଷ୍ଠିତ ରାଜ୍ୟ ଦଳର ଚୟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଏହି ଖେଳାଳୀ ଦ୍ବୟ ରାଜ୍ୟ ଦଳରେ ସାମିଲ୍ ହୋଇଥିଲେ । ପରେ ବିହାରର ଗୋପାଳଗଞ୍ଜ ଠାରେ ୪୪ତମ ଜାତୀୟ ଥ୍ରୋ-ବଲ୍‌ ପ୍ରତିଯୋଗିତାରେ ଗ୍ରୁପ୍ ବିଜେତା ଭାବେ ଓଡିଶା କ୍ୱାର୍ଟର ଫାଇନାଲ୍‌ରେ ହରିଆନାକୁ ୨-୧ରେ ହରାଇ ସେମିଫାଇନାଲ୍‌ରେ ପ୍ରବେଶ କରିଥିଲା ଓ ସେମିଫାଇନାଲ୍‌ରେ ୨-୦ ରେ ଦିଲ୍ଲୀ ଠାରୁ ପରାସ୍ତ ହୋଇଥିଲା । ଦ୍ବିତୀୟ ସ୍ଥାନ ପାଇଁ ହୋଇଥିବା ମ୍ୟାଚ୍‌ରେ ଓଡିଶା ୨-୦ରେ ବିହାରକୁ ହରାଇ ବ୍ରୋଚ ପଦକ ହାସଲ କରିଥିଲା । ମହିଳା ଥ୍ରୋ – ବଲ୍ ଦଳରେ ଢେଙ୍କାନାଳ ଜିଲ୍ଲାର କୃତୀ ଖେଳାଳୀ ସୁଲତାନା ବେଗମ ଓ ମମତା ବାରିକ୍ ସାମିଲ୍ ହୋଇ ୪୪ତମ ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ଓ କ୍ୱାର୍ଟର ଫାଇନାଲ୍‌ରେ ତାମିଲ୍‌ନାଡୁ ଠାରୁ ପରାସ୍ତ ହୋଇଥିଲେ। ଉଭୟ ଦଳର ଖେଳାଳୀ, କୋଚ୍ ଓ କର୍ମକର୍ତାଙ୍କୁ ଜିଲ୍ଲା ଥ୍ରୋ – ବଲ୍ ସଂଘ ସଭାପତି ତଥା ସଦର ବିଧାୟକ ସୁଧ କୁମାର ସାମଲ ଶୁଭେଚ୍ଛା ଜଣାଇଛନ୍ତି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech