ଡୋନାଲ୍ଡ ଟ୍ରମ୍ପଙ୍କୁ ମହଙ୍ଗା ପଡ଼ିଲା ପର୍ଣ୍ଣ ଷ୍ଟାର ଷ୍ଟାର୍ମି ଡାନିଏଲ୍ସଙ୍କୁ ଟଙ୍କା ଦେବା ଘଟଣା । ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ ହୋଇଛନ୍ତି । ଗିରଫର ଘଣ୍ଟାଏ ପରେ ଜାମିନ୍ ପାଇଲେ । ପର୍ଣ୍ଣ ଷ୍ଟାର ଷ୍ଟାର୍ମି ଡାନିଏଲ୍ସଙ୍କୁ ତାଙ୍କ ମୁହଁ ବନ୍ଦ ରଖିବା ପାଇଁ ଚେତାବନୀ ଦେଇଥିବା ଅଭିଯୋଗ ହୋଇଥିଲା ।

April 21, 2026/
No Comments



