Spread the love

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବ ବୁଧବାର ନୂଆଦିଲ୍ଲୀର ରାଷ୍ଟ୍ରୀୟ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ସମୟର ଏକ ଭିଡିଓ ସାମ୍ନାକୁ ଆସିଛି। ରବୀନା ଶାଢ଼ି ପିନ୍ଧିଥିବା ବେଳେ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଥିବା ଦେଖିବାକୁ ମିଳିଛି।

Leave a Reply

Your email address will not be published. Required fields are marked *