ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀ ଜଗରନାଥ ମହୋତଙ୍କର ପରଲୋକ ହୋଇଛି। ଚେନ୍ନାଇର ଅପୋଲୋ ହସ୍ପିଟାଲ୍ରେ ତାଙ୍କର ଫୁସ୍ଫୁସ୍ ପ୍ରତିରୋପଣ ଅସ୍ତ୍ରୋପଚାର ଜନିତ ଚିକିତ୍ସା ଚାଲୁଥିଲା। ମାର୍ଚ୍ଚ ୧୪ ତାରିଖରୁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଗୁରୁବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

July 3, 2026/
No Comments


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
