ରଥଯାତ୍ରା୨୦୨୩ ପାଇଁ ପ୍ରଥମ ସମନ୍ୱୟ ବୈଠକ

କେନ୍ଦ୍ରାଞ୍ଚଳ ଆର୍ଡିସିଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୁରୀ ବିଧାୟକ, କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଜିଲ୍ଲାପାଳ, ଏସପି, @IPR_Odisha ନିର୍ଦ୍ଦେଶକ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

All rights reserved. Designed by Inter Softech