ଭୁବନେଶ୍ୱର: ଚିନ୍ତା ଓ ଚେତନା ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚଳିତ ବର୍ଷର ‘ନୀଳଚକ୍ର ସମ୍ମାନ’ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନ ସଦସ୍ୟ ବାବା ରାମନାରାୟଣ ଦାସ ମହାରାଜଙ୍କଠାରୁ ରାଷ୍ଟ୍ରପତି ଏହି ସମ୍ମାନ ଗ୍ରହଣ କରିଥିଲେ। ସମ୍ମାନ ଫଳକ ସହ ନାଗୀ ଖଣ୍ଡୁଆ ପାଟ, ଆଜ୍ଞାମାଳ, ପତାକା, ମହାପ୍ରସାଦ ଆଦି ପ୍ରଦାନ କରାଯାଇଥିଲା।

August 26, 2026/
No Comments



