ଝାରସୁଗୁଡା ଉପନିର୍ବାଚନ ପାଇଁ ଆସନ୍ତା ୧୭ ତାରିଖ ଦିନ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାର୍ଥୀପତ୍ର ଦାଖଲ କରିବେ । ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସ୍ଥାନୀୟ ସାଂସଦ ସୁରେଶ ପୁଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ସଙ୍ଗୀତା ସିଂହଦେଓ, ନିତେଶ ଗଙ୍ଗଦେବ, ବିଧାୟକ ଶଂକର ଓରାମ, ଭବାନୀ ଭୋଇ, କୁସୁମ ଟେଟେ, ସୁବାଷ ପାଣିଗ୍ରାହୀ, ନାଉରୀ ନାୟକ, ଡ.ମୁକେଶ ମହାଲିଙ୍ଗ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କେ.ଭି.ସିଂହଦେଓ ପ୍ରମୁଖଙ୍କ ସମେତ ବହୁ ପଦାଧିକାରୀ ସାମିଲ ହେବେ।

May 31, 2026/
No Comments



