ହାତୀ ଆକ୍ରମଣରେ ଦୁଇ ମୃତ
ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ଦିନକୁ ଦିନ ଗଡୁଛି ମୁଣ୍ଡ। ଅନୁଗୋଳ ଜିଲ୍ଲା ବନ୍ତଳା ରେଞ୍ଜ୍ ବଡ କାନ୍ତ କୂଳ ଗ୍ରାମର କୁଲ ତୈଳା ଆମ୍ବ ବଗିଚା କୁ ଆମ୍ବ ଗୋଡାଇବା ପାଇଁ ଯାଇଥିବା ବେଳେ ଦୁଇ ଜଣ ଙ୍କୁ ହାତୀ ଆକ୍ରମଣ କରିଥିଲା । ଘଟଣା ସ୍ଥଳରେ ଜଣେ ମୃତ ହୋଇଥିବା ବେଳେ ଜଣ କୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି କରାଯାଇଥିଲା। ଡାକ୍ତର ଚିକିତ୍ସାଳୟ ରେ ତାଙ୍କୁ ମୃତ ଘୋଷାଣା କରିଥିଲେ । ଘଟଣା ସ୍ଥଳରେ ଚାପ ଉତେଜନା ସୃଷ୍ଟି ହୋଇଥିବା ବେଳେ ବନ ବିଭାଗ ପହଁଚି ଲୋକ ମାନଙ୍କୁ ବୁଝାସୁଝା କରୁଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

