ବରିଷ୍ଠ ରାଜନେତା ମହମ୍ମଦ ଶାହାବୁଦ୍ଦିନ ସୋମବାର ବାଂଲାଦେଶର ୨୨ତମ ରାଷ୍ଟ୍ରପତିଭାବେ ଶପଥଗ୍ରହଣ କରିଛନ୍ତି । ରାଜଧାନୀ ଢାକାରେ ଆୟୋଜିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସମେତ ଏକାଧିକ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ । ବାଚସ୍ପତି ସିରିନ୍ ସର୍ମିନ ଚୌଧୁରୀ ରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ।




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
