ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ରାଜ୍ୟର ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ। କୋରାପୁଟ, ବଲାଙ୍ଗୀର, ସମ୍ବଲପୁର, ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାର ରୂପାନ୍ତରିତ ହାଇସ୍କୁଲ ଏଥିରେ ଅନ୍ତର୍ଭୁକ୍ତ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-15-scaled.jpg)

All rights reserved. Designed by Inter Softech