ପଞ୍ଜାବରେ ୫ ଥର ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ପ୍ରକାଶ ସିଂ ବାଦଲଙ୍କର ଶେଷ କୃତ୍ୟ ଗୁରୁବାର ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁଖବୀର ସିଂ ବାଦଳ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ଘୋଡାଇ ଦେବା ସହ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବାଦଲଙ୍କର ଶେଷ କୃତ୍ୟ ସମ୍ପନ୍ନ କରାଯାଇଛି।


July 3, 2026/
No Comments


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
