ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ଯସ୍ତରୀୟ ଜୟନ୍ତୀ ଆଜି (୨୮ ଏପ୍ରିଲ) ପାଳନ କରାଯିବ। ଏହି ପରିପ୍ରେକ୍ଷୀରେ ସକାଳ ୮ଟାରେ ରାଜଭବନ ଛକ ସ୍ଥିତ #ମଧୁବାବୁ’ଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପୁଷ୍ପମାଲ୍ଯ ଅର୍ପଣ କରିବେ। ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ।


July 3, 2026/
No Comments

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

