ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ

ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ

ଭୁବନେଶ୍ୱର (୨୮ / ୦୪ / ୨୦୨୩) ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ଵାଭିମାନର ମୂର୍ତ୍ତିମନ୍ତ ପ୍ରତୀକ । ସ୍ଵତନ୍ତ୍ର ଓଡ଼ିଶା ଗଠନର ମୁଖ୍ୟ ବିନ୍ଧାଣୀ ମଧୁବାବୁ ଜଣେ ଆଇନଜୀବୀ , ଶିମ୍ପୋଦ୍ୟୋଗୀ , ସମାଜସେବୀ , ସମବାୟବିତ୍ ଓ ସାହିତ୍ୟ ସଂସ୍କୃତିପ୍ରାଣ ଭାବରେ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଚିର ଅମର ରହିବେ । ଓଡ଼ିଆ ଜାତି ପାଇଁ ତାଙ୍କ ତ୍ୟାଗ ଓ ତପସ୍ୟା ଅତୁଳନୀୟ । ଏହି ଦୃଷ୍ଟିରୁ ତାଙ୍କୁ ‘ ସହସ୍ରାବ୍ଦର ସୂର୍ଯ୍ୟ ’ କହିଲେ ବି ଅତ୍ୟୁକ୍ତି ହେବ ନାହିଁ ବୋଲି ଅତିଥିମାନେ ପ୍ରକାଶ କରିଛନ୍ତି ।

ଆଜି ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ମୁଖ୍ୟ ଅତିଥୁ ରୂପେ ଯୋଗଦେଇ ବଡ଼ଚଣାର ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ କହିଲେ ଯେ ମଧୁବାବୁ ହେଉଛନ୍ତି ଆଧୁନିକ ଓଡ଼ିଶାର ରାଜନୈତିକ ଇତିହାସରେ ଅନ୍ୟତମ ପ୍ରମୁଖ ବିନ୍ଧାଣୀ । ଓଡ଼ିଶାର ପ୍ରଥମ ସ୍ନାତକ , ପ୍ରଥମ ଏମ୍.ଏ , ପ୍ରଥମ ସଫଳ ଓକିଲ , ପ୍ରଥମ ମନ୍ତ୍ରୀ , ଏମିତି ଅନେକ କ୍ଷେତ୍ରରେ ସେ ଓଡ଼ିଶାର ପ୍ରଥମ ବ୍ୟକ୍ତି । ଏହି ମର୍ଯ୍ୟାଦା ହାସଲ ପଛରେ ରହିଛି ଅନେକ ସଂଘର୍ଷ , ସଂଗ୍ରାମ ଓ ସାଧନା । ବିଚ୍ଛିନ୍ନାଞ୍ଚଳ ସହିତ ସମସ୍ତ ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରିକରଣ ଏବଂ ଓଡ଼ିଶାରେ କୁଟୀର ଶିଳ୍ପର ବିକାଶ ସହିତ କୃଷି , ବାଣିଜ୍ୟ , ଶିକ୍ଷା ଓ ସଂସ୍କୃତି କ୍ଷେତ୍ରରେ ଏକ ନୂତନ ଜାଗରଣ ସୃଷ୍ଟି କରିବା ସକାଶେ ଉତ୍କଳ ସମ୍ମିଳନୀ ମାଧ୍ୟମରେ ମଧୁବାବୁ ସର୍ବଦା ଉଦ୍ୟମରତ ଥିଲେ ବୋଲି ସେ ଉଲ୍ଲେଖ କରିଥିଲେ ।

ବିଶିଷ୍ଟ ଅତିଥ୍‌ ଭାବେ ଯୋଗଦେଇ ଭଣ୍ଡାରିପୋଖରୀର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ କହିଲେ ଯେ ମଧୁବାବୁଙ୍କ ଦ୍ଵାରା ପ୍ରତିଷ୍ଠିତ ଉତ୍କଳ ଟ୍ୟାନେରୀ କେବଳ ଏକ ଶିଳ୍ପ ଅନୁଷ୍ଠାନ ନଥିଲା । ଏହା ଥିଲା ସ୍ଵଦେଶୀ ଆନ୍ଦୋଳନର ଏକ ବଳିଷ୍ଠ ମାଧ୍ୟମ । ଅର୍ଥନୀତି ଓ ରାଜନୈତିକ ଦୃଷ୍ଟିରୁ ସମୃଦ୍ଧ ଓଡ଼ିଶା ଗଠନରେ ମଧୁବାବୁଙ୍କ ଅବଦାନ ଅତୁଳନୀୟ । ଓଡ଼ିଆ ଜାତି କିଭଳି ଦେଶବିଦେଶରେ ସମ୍ମାନିତ ହେବ , ଏହା ଥିଲା ତାଙ୍କର ଏକମାତ୍ର ଅଭିପ୍ରାୟ ବୋଲି ସେ ଉଲ୍ଲେଖ କରିଥିଲେ ।

ସମ୍ମାନିତ ଅତିଥ୍‌ ଭାବେ ଯୋଗଦେଇ ‘ ଓଡ଼ିଶା ରିଭ୍ୟୁ ’ ଓ ‘ ଉତ୍କଳ ପ୍ରସଙ୍ଗ’ର ସଂପାଦିକା କସ୍ତୁରୀ ମହାପାତ୍ର କହିଲେ ଯେ ନାରୀ ଶିକ୍ଷା ଓ ନାରୀ ଜାଗରଣ କ୍ଷେତ୍ରରେ ମଧୁବାବୁଙ୍କର ଅବଦାନ ପ୍ରଣୀଧାନଯୋଗ୍ୟ । ଅଦାଲତମାନଙ୍କରେ ମହିଳାମାନଙ୍କୁ ଆଇନଜୀବୀ ଭାବରେ କାର୍ଯ୍ୟ କରିବାର ଅନୁମତି ଦିଆଯାଉ ବୋଲି ଦର୍ଶାଇ ମଧୁବାବୁ ପ୍ରିଭି କାଉନ୍‌ସିଲ୍‌ରେ ଅପିଲ କରିଥିଲେ । ଏହା ଫଳରେ ନାରୀମାନଙ୍କର ଅଦାଲତରେ ଓକିଲାତି କରିବା ସମ୍ଭବ ହୋଇଥିଲା ବୋଲି ସେ ପ୍ରକାଶ କରିଥିଲେ ।

ବିଶିଷ୍ଟ ଶିକ୍ଷାବିତ୍ ଏବଂ ସାହିତ୍ୟିକ ଡଃ ନାରାୟଣ ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗଦେଇ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୀବନୀ ଓ କୃତିତ୍ଵ ଉପରେ ଆଲୋକପାତ କରି କହିଲେ ଯେ ଯେଉଁ ବ୍ୟକ୍ତି ନିଜ ପାଇଁ ବଞ୍ଚେ ତାକୁ କେହି ମନେ ରଖନ୍ତି ନାହିଁ । ଯିଏ ନିଜ ଜାତି ଓ ମାଟି ପାଇଁ ବଞ୍ଚନ୍ତି ସେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିଯାଆନ୍ତି । ସେଭଳି ଜଣେ ଯୋଗଜନ୍ମା ପୁରୁଷ ଥିଲେ କୂଳବୃଦ୍ଧ ମଧୁସୂଦନ । ସେ କେବଳ ଉତ୍କଳର ଗୌରବ ନଥିଲେ , ସେ ସମଗ୍ର ଦେଶର ଗୌରବ ଅଟନ୍ତି ।

ଉତ୍କଳ ସମ୍ମିଳନୀର ଅଧ୍ୟାକାଂଶ ଅଧିବେଶନର ବଳିଷ୍ଠ ଯୁକ୍ତି ଓ ଦାବି ସମ୍ବଳିତ ଅଭିଭାଷଣରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଉପରେ ଗୁରୁତ୍ୱ ପ୍ରଦାନ କରି ମଧୁବାବୁ ତାଙ୍କର ଏକନିଷ୍ଠ ଉଦ୍ୟମର ପ୍ରମାଣ ଦେଇଥିଲେ । ସେ ଥିଲେ ଓଡ଼ିଆ ଜାତିର ସ୍ଵାଭିମାନର ପ୍ରତୀକ ଏବଂ ଯଥାର୍ଥରେ ଉତ୍କଳ ଗୌରବ , ପୁଣି କୁଳବୃଦ୍ଧ , ଉତ୍କଳ ମାତାର ଯୋଗ୍ୟତମ ସନ୍ତାନ ବୋଲି ଡଃ ପଣ୍ଡା ଉଲ୍ଲେଖ କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ସ୍ଵାଗତ ଭାଷଣ ପ୍ରଦାନ ଅବସରରେ କହିଲେ ଯେ ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଶା ଇତିହାସର ଜଣେ ଦୁର୍ଲଭ ପୁରୁଷ ଏବଂ ଅବିସ୍ମରଣୀୟ ବ୍ୟକ୍ତିତ୍ଵ । ଉତ୍କଳମାତା ତାଙ୍କୁ ଜନ୍ମ ଦେଇ ସବୁଦିନ ଗର୍ବ କରିବ । ତାଙ୍କ ଜୀବନ ଓଡ଼ିଶାର ଉନ୍ନତି ପାଇଁ ସମର୍ପିତ ଥିଲା । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ମଧୁବାବୁଙ୍କ ନିଷ୍ଠାପର ଓ ନିରନ୍ତର ଉଦ୍ୟମ ଯୋଗୁଁ ସମ୍ଭବ ହୋଇଥିଲା ବୋଲି ଶ୍ରୀ ସାମଲ ଉଲ୍ଲେଖ କରିଥିଲେ । ପ୍ରାରମ୍ଭରେ ଅତିଥିମାନେ ଉତ୍କଳଗୌରବ ମଧୁବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଶାଶ୍ଵତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର ଶିଳ୍ପୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ( ବୈଷୟିକ ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । ସହକାରୀ ନିର୍ଦ୍ଦେଶକ ( କ୍ଷେତ୍ର ) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବହୁ ବରିଷ୍ଠ ଅଧ୍ୟାକାରୀ , କର୍ମଚାରୀ , ଛାତ୍ରଛାତ୍ରୀ , ଗଣମାଧ୍ୟମର ପ୍ରତିନିଧ୍ଵ ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech