ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

( ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ )

ଭୁବନେଶ୍ୱର (୨୮ / ୦୪ / ୨୦୨୩) ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡିକ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଅପରାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ ପ୍ରକୋଷ୍ଠରେ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ବୈଠକରେ ଅଧ୍ୟକ୍ଷତା କରିବା ସହିତ କହିଲେ ଯେ ବିଭାଗର ସ୍ଵଚ୍ଛତା ବଜାୟ ଲକ୍ଷ ନେଇ ସମ୍ପୁର୍ଣ୍ଣ ଡିଜିଟାଇଜେସନ୍ କାର୍ଯ୍ୟକ୍ରମ ଆରମ୍ଭ କରା ଯାଇଛି । ଏଣିକି ବିଭାଗର ସମସ୍ତ ପ୍ରକଳ୍ପ ଅନ୍‌ଲାଇନରେ ଅପଲୋଡ ହେବା ସହିତ କ୍ଷେତ୍ରସ୍ତରୀୟ କାର୍ଯ୍ୟ ଯଥା : ପ୍ରଶାସନିକ ଅନୁମୋଦନ , ଇ – ମେଜରମେଣ୍ଟ , ପ୍ରୋକ୍ୟାରମେଣ୍ଟ ଆଦି ଅନ୍‌ଲାଇନ୍ ମାଧ୍ୟମରେ ହେବ । ଯେ କୌଣସି ପ୍ରକଳ୍ପ ଆରମ୍ଭଠାରୁ ଶେଷ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ପ୍ରତ୍ୟେକଟି କାର୍ଯ୍ୟକୁ ଭିଡିଓଗ୍ରାଫି / ଫଟୋଗ୍ରାଫି ମାଧ୍ୟମରେ ଉତ୍ତୋଳନ କରାଯାଇ ଦସ୍ତାବିଜ ପ୍ରସ୍ତୁତ କରାଯିବ । ଏଣୁ କାର୍ଯ୍ୟକାରୀ ହେଉଥିବା ପ୍ରତ୍ୟେକ ଯୋଜନାର ସଫଳ ରୂପାୟନ ତଥା ସୁବିନିଯୋଗ ନିମନ୍ତେ ମୁଖ୍ୟଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ନିମ୍ନସ୍ତରର ଅଧିକାରୀମାନେ ସମସ୍ତେ ଉତ୍ତରଦାୟୀ ରହିବା ଜରୁରୀ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା , ମୁଖ୍ୟମନ୍ତ୍ରୀ ସଡକ ଯୋଜନା , କୋଠାବାଡି , ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସହିତ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ଓ ‘ ମୋ ସରକାର ’ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରା ଯାଇଥିଲା । ବିଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୁର୍ଣ୍ଣ କରିବା ସହ ଚଳିତ ୨୦୨୩ – ୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟର ସମସ୍ତ ୬୦ ଗୋଟି ଡିଭିଜନ ଏବଂ ୧୩ ଟି ଇଞ୍ଜିନିୟରିଂ ସର୍କଲ ସସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇ ଥିଲେ । ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିବା ସହ ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମାରେ ସାରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା , ଇ.ଆଇ.ସି ଶ୍ରୀ ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧ୍ୟାକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech