ଆଜି ପ୍ରସାରିତ ହେବ ‘ମନ୍‌ କୀ ବାତ’ର ୧୦୦ତମ ଅଧ୍ୟାୟ

ଆଜି ପ୍ରସାରିତ ହେବ ‘ମନ୍‌ କୀ ବାତ’ର ୧୦୦ତମ ଅଧ୍ୟାୟ

ଭୁବନେଶ୍ଵର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ୩୦ ଏପ୍ରିଲ, ୨୦୨୩ ରେ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କୀ ବାତ୍‌’ ର ୧୦୦ତମ ଅଧ୍ୟାୟରେ ଦେଶବାସୀଙ୍କ ସହ ମତବିନିମୟ କରିବେ।

ଭୁବନେଶ୍ୱର ସ୍ଥିତ ରାଜଭବନ ପରିସରରେ ଆଜି ‘ମନ କୀ ବାତ’ର ସ୍ୱତନ୍ତ୍ର ସ୍କ୍ରିନିଂ ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରସାର ଭାରତୀ ଏବଂ ପିଆଇବି ପକ୍ଷରୁ ଆୟୋଜନ କରାଯାଉଥିବା ସ୍ୱତନ୍ତ୍ର ସ୍କ୍ରିନିଂ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥିଭାବେ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପୂର୍ବରୁ ପ୍ରସାରିତ ‘ମନ କୀ ବାତ’ ଅଧ୍ୟାୟରେ ଓଡ଼ିଶାର ଯେଉଁ ପ୍ରମୁଖ ବ୍ୟକ୍ତିବିଶେଷମାନଙ୍କ ବିଷୟରେ ଆଲୋଚନା କରିଛନ୍ତି ସେମାନଙ୍କୁ ମଧ୍ୟ ସ୍ୱତନ୍ତ୍ର ସ୍କ୍ରିନିଂକୁ ଆମନ୍ତ୍ରିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ମନ କୀ ବାତ୍‌ର ନିୟମିତ ଶ୍ରୋତାମାନେ ଅଂଶଗ୍ରହଣ କରିବେ । ସେହିପରି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ‘ମନ କୀ ବାତ’ ଏବଂ ଆଜାଦୀ କା ଅମୃତ ମହୋତ୍ସବ’କୁ ନେଇ ଏକ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ । ପ୍ରଧାନମନ୍ତ୍ରୀ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମରେ ଯେଉଁସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ ସାମାଜିକ ପରିବର୍ତ୍ତନ ଆଣିଥିବା ବ୍ୟକ୍ତିବିଶେଷଙ୍କ ସମ୍ପର୍କରେ ଆଲୋଚନା କରିସାରିଛନ୍ତି ସେହି ସବୁ ବିଷୟ ପ୍ରଦର୍ଶନୀରେ ସ୍ଥାନ ପାଇବ । ଏହି ଅବସରରେ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ(ସିବିସି), ଦୂରଦର୍ଶନ ଓ ଆକାଶବାଣୀର କର୍ମଚାରୀମାନେ ଅଂଶଗ୍ରହଣ କରିବେ ।

ସୂଚନାଯୋଗ୍ୟ ଯେ, ଅକ୍ଟୋବର ୨୦୧୪ ପରଠାରୁ ଏବେ ସୁଦ୍ଧା ମନ୍‌ କୀ ବାତ୍‌ର ୯୯ଟି ଅଧ୍ୟାୟ ପ୍ରସାରିତ ହୋଇସାରିଛି । ଏହି କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ସହିତ ସିଧାସଳଖ ଭାବ ବିନିମୟ ଲାଗି ଦେଶର ସାଧାରଣ ନାଗରିକଙ୍କ ପାଇଁ ଏକ ମଞ୍ଚ ପାଲଟିଛି । ୧୦୦ତମ ଅଧ୍ୟାୟ ପ୍ରସାରଣ ପୂର୍ବରୁ ‘ମନ କୀ ବାତ’ ଅନେକ ଉପଲବ୍ଧି ହାସଲ କରିଛି । ଆଇଆଇଏମ ରୋହତକ ଏବଂ ପ୍ରସାର ଭାରତୀ ପକ୍ଷରୁ ମନ କୀ ବାତକୁ ନେଇ କରାଯାଇଥିବା ଏକ ସର୍ବେକ୍ଷଣର ଫଳାଫଳ ଗତ ୨୪ ତାରିଖରେ ପ୍ରକାଶ ପାଇଥିଲା। ଏଥିରେ କୁହାଯାଇଥିଲା ଯେ, ପ୍ରଧାନମନ୍ତ୍ରୀଙ୍କ ଏହି ରେଡିଓ କାର୍ଯ୍ୟକ୍ରମକୁ ୧୦୦ କୋଟି ଶ୍ରୋତା କୌଣସି ନା କୌଣସି ପ୍ରକାରରେ ଶୁଣିଛନ୍ତି। ସେହିପରି ମନ କୀ ବାତର ୨୩ କୋଟି ନିୟମିତ ଶ୍ରୋତା ରହିଛନ୍ତି । ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମ ଦେଶବାସୀଙ୍କୁ ମଧ୍ୟ ଅନୁପ୍ରାଣିତ କରୁଛି । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଭାବିତ ହୋଇ ୬୦% ଲୋକ ରାଷ୍ଟ୍ର ଗଠନରେ ଆଗ୍ରହୀ ହୋଇଛନ୍ତି ଏବଂ ୭୩% ଲୋକ ଭାବୁଛନ୍ତି ଯେ ଦେଶ ବର୍ତ୍ତମାନ ଠିକଣା ପଥରେ ପ୍ରଗତି ହାସଲ କରୁଛି ।

ଅନ୍ୟପକ୍ଷରେ ଆଜି ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମସି) ପକ୍ଷରୁ କରାଯାଇଥିବା ଏକ ସ୍ୱତନ୍ତ୍ର ଅଧ୍ୟୟନରୁ ଜଣାପଡ଼ିଛି ଯେ ୭୬% ଗଣମାଧ୍ୟମ ବ୍ୟକ୍ତିତ୍ୱ ମନ କୀ ବାତ୍‌କୁ ଏକ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ଭାବେ ଗ୍ରହଣ କରିଥାନ୍ତି ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech